ଓଡିଶାକୁ ଛୁଇଁଲା ପ୍ରାକ୍ ମୌସୁମୀ ବର୍ଷା
ଭୁବନେଶ୍ୱର : ଆଜି ରାଜ୍ୟରେ ଆରମ୍ଭ ହୋଇଛି ପ୍ରାକ୍ ମୌସୁମୀ ବର୍ଷା । ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ଆରମ୍ଭ ହୋଇଛି । ବିଶେଷ କରି ଉତ୍ତର-ପୂର୍ବ ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆଜିଠାରୁ ବର୍ଷା ଆରମ୍ଭ ହୋଇଛି । ଏହି ଲଘୁଚାପ ଓଡିଶାରେ ମୌସୁମୀ…