ରାଜ୍ୟରେ ୨୦ଟି ଜିଲ୍ଲା ପାଇଁ କାଳବୈଶାଖୀ…
ଭୁବନେଶ୍ବର : ତାତିରୁ ସାମାନ୍ୟ ଆଶ୍ବସ୍ତି । ବୁଧବାର ମଧ୍ୟରାତିରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ଝିପିଝିପି ବର୍ଷା ଲାଗି ରହିଛି। ଉତ୍ତରପୂର୍ବ ବଙ୍ଗୋପସାଗର ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ଏହାର ପ୍ରଭାବରେ ଉପକୂଳ…