ସୋଆ ଓ ଜିମ୍ବାୱେ ବିଶ୍ୱବିଦ୍ୟାଳୟ ମଧ୍ୟରେ…
ଭୁବନେଶ୍ୱର: ବିଭିନ୍ନ ଏକାଡେମିକ୍ ଏବଂ ଆନୁସଙ୍ଗିକ କ୍ଷେତ୍ରରେ ସହଯୋଗ ଓ ଗବେଷଣା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଓ ଜିମ୍ବାୱେର ବିନ୍ଦୁରା ବିଶ୍ୱବିଦ୍ୟାଳୟ ଅଫ୍ ସାଇନ୍ସ ଏଜୁକେସନ୍ ମଧ୍ୟରେ ଗୁରୁବାର ଏଠାରେ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । ସୋଆ ମୁଖ୍ୟ କାର୍ଯ୍ୟାଳୟରେ ଏକ ସ୍ୱତନ୍ତ୍ର…