ଓଡ଼ିଶା କ୍ଷୁଦ୍ରଶିଳ୍ପ ନିଗମ କାର୍ଯ୍ୟାଳୟ…
ଭୁବନେଶ୍ବର: ଶକ୍ତି, ଶିଳ୍ପ, ଏମ୍ଏସ୍ଏମ୍ଇ, ଗୃହ ମନ୍ତ୍ରୀ କ୍ୟାପ୍ଟେନ୍ ଦିବ୍ୟ ଶଙ୍କର ମିଶ୍ର ଆଜି କଟକର ଖପୁରିଆସ୍ଥିତ ଓଡ଼ିଶା କ୍ଷୁଦ୍ରଶିଳ୍ପ ନିଗମର କାର୍ଯ୍ୟାଳୟ ପରିଦର୍ଶନ କରିଥିଲେ। ପରିଦର୍ଶନ ପରେ ମନ୍ତ୍ରୀ କ୍ୟାପ୍ଟେନ୍ ମିଶ୍ରଙ୍କ ତତ୍ତ୍ୱାବଧାନରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା।…