କଂଗ୍ରେସ ପାର୍ଟି ଅଫିସରେ ନିଆଁ
ଓଏଲ୍ ବ୍ୟୁରୋ: ୨୪ରେ ପୌର ନିର୍ବାଚନ। ଏଥିପାଇଁ ସଜବାଜ ସମସ୍ତ ପ୍ରାର୍ଥୀ । ହେଲେ ଏହାପୂର୍ବରୁ ଦେଖିବାକୁ ମିଳିଛି ନିର୍ବାଚନୀ ହିଂସା। ପୁରୀ ଜିଲ୍ଲା ପିପିଲି ବିଜ୍ଞାପିତ ଅଞ୍ଚଳ ପରିଷଦର ୭ ନମ୍ବର ଓ୍ବାର୍ଡରେ ନିର୍ବାଚନୀ ହିଂସା ଘଟିଛି। କଂଗ୍ରେସ ପାର୍ଟି ଅଫିସରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ।…