ଓଡ଼ିଶାରେ ସ୍ଥିତି ବିଗିଡ଼ିଲେ ହୋଇପାରେ…
ଭୁବନେଶ୍ୱର: ମହାରାଷ୍ଟ୍ର ସମେତ ଦେଶର କେତେକ ରାଜ୍ୟରେ କରୋନା ସଂକ୍ରମଣ ହାର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ରାଜ୍ୟରେ କରୋନା କଟକଣାକୁ କଡ଼ାକଡ଼ି କରିଛନ୍ତି। ଏନେଇ ଗତକାଲି ସ୍ବତନ୍ତ୍ର ରିଲିଫ କମିସନର ପ୍ରଦୀପ କୁମାର ଜେନା ସଂକ୍ରମଣ ପ୍ରତିହତ ପାଇଁ ଆବଶ୍ୟକ ସତର୍କତା…