ନାଲକୋକୁ ମିଳିଲା ଉତ୍କଳ-ଇ କୋଇଲା ଖଣି…
ଭୁବନେଶ୍ବର: ନାଲକୋକୁ ଉତ୍କଳ-ଇ କୋଇଲା ଖଣିର ଲିଜ ପ୍ରଦାନ କରିଛନ୍ତି ଓଡ଼ିଶା ସରକାର। ଏ ନେଇ ଗତ ୧୨ ତାରିଖରେ ଓଡ଼ିଶା ସରକାରଙ୍କ ଇସ୍ପାତ ଓ ଖଣି ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ପ୍ରାୟ ୫୨୩.୭୬ ହେକ୍ଟର ପରିମିତ ଅଞ୍ଚଳରେ ଅବସ୍ଥିତ ଏହି କୋଇଲା ବ୍ଲକ ଅନିଗୁଳ ଜିଲ୍ଲା ଛେଣ୍ଡିପଦା ତହସିଲରେ…