‘ଯଦି ନମାଜ ପାଠ ପାଇଁ ସ୍କୁଲ ବନ୍ଦ…
ଓଏଲ୍ ବ୍ୟୁରୋ: ଝାଡଖଣ୍ଡରେ ବିଧାନସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟରେ ଭୋଟ୍ ନଭେମ୍ବର ୨୦ରେ ଅନୁଷ୍ଠିତ ହେବ। ନିର୍ବାଚନ ପୂର୍ବରୁ ସମସ୍ତ ଦଳ ପକ୍ଷରୁ ରାଲି ଏବଂ ରୋଡ୍ ଶୋ ମଧ୍ୟ କରାଯାଉଛି।
ଝାଡଖଣ୍ଡର ଏକ ସାଧାରଣ ସଭାରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ପ୍ରଶ୍ନ କରିଛନ୍ତି ଯେ ଯଦି…