ଗ୍ୟାସ୍ ଭିତ୍ତିଭୂମିର ଦ୍ରୁତ…
ନୂଆଦିଲ୍ଲୀ: ଦେଶର ବିଭିନ୍ନ ରାଜ୍ୟରେ ଚାଲିଥିବା ଗ୍ୟାସ ଭିତିଭୂମିର ପ୍ରକଳ୍ପ ଏବଂ କାର୍ଯ୍ୟରେ ରାଜ୍ୟ ସରକାର ସଂପୂର୍ଣ୍ଣ ସହଯୋଗ ଓ ସମର୍ଥନ ଦିଅନ୍ତୁ ବୋଲି ନୂଆଦିଲ୍ଲୀ ଠାରେ ଆୟୋଜିତ ପ୍ରାକୃତିକ ଗ୍ୟାସ ସମ୍ମିଳନୀ ୨୦୨୦ରେ ଯୋଗଦେଇ ଆହ୍ୱାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହାବ୍ୟତିତ…