ଆଜି ବିଜେଡିର ସଂସଦୀୟ ଦଳ ବୈଠକ,…
ଓଏଲ୍ ବ୍ୟୁରୋ: ଆସନ୍ତା ୨୨ ତାରିଖରୁ ଆରମ୍ଭ ହେଉଛି ସଂସଦର ଅଧିବେଶନ। ଏଥିରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରାଯିବ। ୨୩ ତାରିଖ ନିର୍ମଳା ସୀତାରମଣ ବଜେଟ ଉପସ୍ଥାପନ କରିବେ। ଏହା ପୂର୍ବରୁ ଆଜି ବସିବ ବିଜେଡିର ସଂସଦୀୟ ଦଳ ବୈଠକ। ଦଳର ମୁଖିଆ ନବୀନ ପଟ୍ଟନାୟକଙ୍କ ଅଧ୍ଯକ୍ଷତାରେ ନବୀନ ନିବାସରେ ଏହି ବୈଠକ…