ନବୀନ ନିବାସରେ ବରିଷ୍ଠ ବିଜେଡି ନେତାଙ୍କ…
ଓଏଲ୍ ବ୍ୟୁରୋ: ବିଜୁ ଜନତା ଦଳର ନିର୍ବାଚନୀ ବିପର୍ଯ୍ୟୟ ପରେ ଏକାଠି ହେଲେ ବରିଷ୍ଠ ନେତା। ଆଜି ନବୀନ ନିବାସରେ ବିଜେଡିର ବରିଷ୍ଠ ନେତାଙ୍କ ମେଳି ଦେଖିବାକୁ ମିଳିଛି। ଜଣଙ୍କ ପରେ ଜଣେ ବରିଷ୍ଠ ବିଜେଡି ନେତା ନବୀନ ନିବାସ ଅଭିମୁଖେ।
ମିଳିଥିବା ସୂଚନା ମୁତାବକ, ବିଜେଡିର ବରିଷ୍ଠ ନେତାଙ୍କୁ ନବୀନ ନିବାସ…