Odisha Link
Bridging the Missing Links in Odisha
Browsing Tag

Naveen Pattanaik

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ…

ଓଏଲ୍‌ ବ୍ୟୁରୋ: ଅଦିନିଆ ବର୍ଷା ଚାଷୀଙ୍କ ଚିନ୍ତା ବଢ଼ାଇଛି। ଫସଲ କ୍ଷତିଗ୍ରସ୍ତ ହୋଇଥିବାବେଳେ ମୁଖ୍ୟମନ୍ତ୍ରୀ ଚାଷୀଙ୍କୁ କ୍ଷତି ସହାୟତା ଦେବା ପାଇଁ ଘୋଷଣା କରିଛନ୍ତି। ସରକାରଙ୍କ ଘୋଷଣା ପରେ ମଧ୍ୟ ବିରୋଧୀ ଚାଷୀଙ୍କ ପାଇଁ ଅଂଟାଭିଡ଼ିଛନ୍ତି। ଏହି କ୍ରମରେ ବିଭିନ୍ନ ଜିଲ୍ଲା ଗସ୍ତରେ କରିଛନ୍ତି ବିଜେଡି…

ନବୀନଙ୍କ ଟାକୁଆ ଟାର୍ଗେଟ୍: ବାର ବର୍ଷର…

ଓଏଲ୍‌ ବ୍ୟୁରୋ:ବିକାଶ ଓ କଲ୍ୟାଣ ହେଉଛି, ଆମର ଲକ୍ଷ୍ୟ ।  ଆମ ସରକାର ଆରମ୍ଭ କରିଥିବା ବିକାଶ ଓ କଲ୍ୟାଣ ଯୋଜନା ଲୋକଙ୍କୁ ସ୍ୱାଭିମାନର ସହ ବଞ୍ଚିବାକୁ ଶକ୍ତି ଦେଇଥିଲା । ଏବେ ବିନା କାରଣରେ ଗରିବ ଆଦିବାସୀ ଭାଈ ଭଉଣୀମାନଙ୍କ ଚାଉଳକୁ ବିଜେପି ସରକାର ବନ୍ଦ କରିଦେଇଛନ୍ତି। ତେଣୁ ସେମାନଙ୍କୁ ଆମ୍ବ ଟାକୁଆ…

ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ: ୧୨ରୁ…

ଓଏଲ୍‌ ବ୍ୟୁରୋ: ଆଜି ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ୧୨ରୁ ଅଧିକ ପ୍ରସ୍ତାବରେ ମୋହର ଲାଗିପାରେ। ମେଟ୍ରୋ ଟ୍ରେନ୍ କ୍ୟାଡର୍ ପୁନଃଗଠନ ସହ ନଗର ଉନ୍ନୟନ ଗଣଶିକ୍ଷା, ସ୍ବାସ୍ଥ୍ୟ ଆଦି ବିଭାଗର ପ୍ରସ୍ତାବ ଆସିବ।…

ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: ବିଏମସି…

ଓଏଲ୍‌ ବ୍ୟୁରୋ: ଭୁବନେଶ୍ବର ମହାନଗର ନିଗମ ପାଇଁ ୪୧୬ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ପ୍ରଦାନ କରିଛନ୍ତି। ପୂର୍ବରୁ ଭୁବନେଶ୍ବର ମହାନଗର ନିଗମ ପାଇଁ  ୨୧୦ଟି ପଦବୀ ଥିବାବେଳେ ବର୍ତ୍ତମାନ ସମୁଦାୟ ପଦବୀ ସଂଖ୍ୟା ୬୨୬କୁ ବୃଦ୍ଧି କରାଯାଇଛି। ନୂତନ ଭାବେ ୩ଟି ଅତିରିକ୍ତ କମିଶନର ଓ…

ବରଗଡ଼ ଜିଲ୍ଲାକୁ ମୁଖ୍ୟମନ୍ତ୍ରୀଙ୍କ…

ଓଏଲ୍‌ ବ୍ୟୁରୋ: ବରଗଡ଼ ଜିଲ୍ଲାବାସୀଙ୍କୁ ମୁଖ୍ୟମନ୍ତ୍ରୀ ଭେଟି। ୩ଟି ବୃହତ ସେତୁ ନିର୍ମାଣ କରାଯିବ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ୩ଟି ନୂତନ ସେତୁ ଦ୍ବାରା ଜିଲ୍ଲାର ପ୍ରାୟ ୭.୨୫ ଲକ୍ଷ ଲୋକ ଉପକୃତ ହେବେ। ଏହାଦ୍ବାରା ଜିଲ୍ଲାରେ ଗମନାଗମନର ସୁବିଧା…

ବିଶାଖାପାଟଣାର ‘ରୋଗୀ ସହାୟତା କେନ୍ଦ୍ର’…

ଓଏଲ୍‌ ବ୍ୟୁରୋ: ବିଶାଖାପାଟଣାରେ ରାଜ୍ୟ ସରକାର ୨୦୧୬ ମସିହାରୁ ଏକ ରୋଗୀ ସହାୟତା କେନ୍ଦ୍ର ସ୍ଥାପନ କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଖୋଲା ଯାଇଥିବା ଏହି ‘ରୋଗୀ ସହାୟତା କେନ୍ଦ୍ର’ର ଅବଧିକୁ ଆଉ ବର୍ଷେ (୨୦୨୩-୨୪) ପାଇଁ ବୃଦ୍ଧି କରିଛନ୍ତି। ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ଲକ୍ଷ…

ବାଲେଶ୍ୱରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ : ଆଜି ବାଲେଶ୍ୱର ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ପୋଲିସ ରିଜର୍ଭ ପଡ଼ିଆରେ ପହଞ୍ଚିବା ପରେ ସୋମନାଥପୁର ରେଳ ଓଭର ବ୍ରିଜ ଉଦଘାଟନ କଲେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବା ସହ କଡା ସୁରକ୍ଷା ମଧ୍ୟରେ…

କରୋନା ଟିକାରୁ GST ଛାଡ଼ ପାଇଁ କେନ୍ଦ୍ର…

ଭୁବନେଶ୍ୱର: ସାରା ଦେଶ ଏବେ କରୋନା ସହ ଲଢ଼ୁଥିବା ବେଳେ ଟିକାକରଣ ଜାରି ରହିଛି। ୪୫ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କଙ୍କ ଲାଗି କେନ୍ଦ୍ର ମାଗଣା ଟିକା ଯୋଗାଇ ଦେଉଛି। ରାଜ୍ୟ ସରକାର ୧୮ରୁ ୪୪ ବର୍ଷ ବୟସ୍କଙ୍କ କୋଭିଡ୍ ଟିକାକରଣ ମାଗଣାରେ କରିବେ ବୋଲି ଘୋଷଣା କରିଛନ୍ତି । ୧୮ରୁ ୪୪ ବର୍ଷ ବୟସ୍କଙ୍କ ଲାଗି ରାଜ୍ୟ…

ଆକାଶମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କଲେ…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆକାଶମାର୍ଗରୁ ରାଜ୍ୟର ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ ଟୁଇଟ୍ କରି ଲେଖିଛନ୍ତି, ଆଜି ବନ୍ୟାଞ୍ଚଳ ପରିଦର୍ଶନ କଲି। ରାଜ୍ୟର ବହୁ ଜିଲ୍ଲା ଜଳମଗ୍ନ ହୋଇଛି, ଅନେକ ଗାଁ ଓ ଚାଷ ଜମି ବୁଡ଼ିଯାଇଛି, ଘର ଭାଙ୍ଗି…

ପ୍ରିୟଙ୍କାଙ୍କ ଝିଅର ଚିକିତ୍ସା ଖର୍ଚ୍ଚ…

ଭୁବନେଶ୍ଵର: ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ପ୍ରିୟଙ୍କାରାଣୀ ପାତ୍ରଙ୍କ ପରିବାରର ତ୍ୟାଗକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିଛନ୍ତି। ପ୍ରିୟଙ୍କାଙ୍କ ପରିବାରକୁ ସୁରଜ ଯୋଜନାରେ ସମ୍ମାନିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହା ସହିତ ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ…