ନିଟ୍ ପରୀକ୍ଷାଫଳ ବିବାଦ: ମୁହଁ ଖୋଲିଲେ…
ଓଏଲ୍ ବ୍ୟୁରୋ: ନିଟ୍ ପରୀକ୍ଷାଫଳ ଆସିବା ପରେ ଏହାକୁ ନେଇ ବିବାଦ ଦେଖାଦେଇଛି। ପ୍ରଶ୍ନପତ୍ର ଲିକ୍ ଅଭିଯୋଗ ଆଣିବା ସହ ପରୀକ୍ଷାକୁ ରଦ୍ଦ କରିବା ସହ କାଉନସେଲିଂ ବନ୍ଦ କରିବାକୁ ସୁପ୍ରିମକୋର୍ଟରେ ପିଆଇଏଲ ଦାଖଲ ହୋଇଥିଲା। ଯାହାର ଶୁଣାଣି କରି କାଉନସେଲିଂ ଓ ପରୀକ୍ଷା ରଦ୍ଦ କରିବାକୁ ମନା କରିଥିଲେ…