ଇରାନକୁ ଇସ୍ରାଏଲ୍ର ଧମକ୍
ଜେରୁଜେଲମ: ଇରାକ୍ସ୍ଥିତ ଯୁକ୍ତରାଷ୍ଟ୍ର ଆମେରିକାର ଏୟାର୍ବେସ୍ ଉପରେ ଇରାନର ଆକ୍ରମଣ ପରେ ଇସ୍ରାଏଲରେ ଆକ୍ରମଣର ଭୟ ସୃଷ୍ଟି ହୋଇଛି। ଆମେରିକା ଭଳି ଇସ୍ରାଏଲ ଉପରେ ମଧ୍ୟ ଇରାନ ମିସାଇଲ ମାଡ଼ କରିପାରେ ବୋଲି କୁହାଯାଉଛି। ଏହାକୁ ଦୃଷ୍ଟିରେ ରଖି ଆଜି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତ୍ୟାନହୁ…