Odisha Link
Bridging the Missing Links in Odisha
Browsing Tag

New Delhi

ଆମେରିକାର ପ୍ରବାସୀ ଓଡ଼ିଆଙ୍କ ସହ ଭିଡିଓ…

ନୂଆଦିଲ୍ଲୀ: କରୋନା ମହାମାରୀ ମୁକାବିଲା ସମୟରେ ଆମେରିକାରେ ବସବାସ କରୁଥିବା ଅନେକ ପ୍ରତିଷ୍ଠିତ ଓଡିଆ ମାନଙ୍କ ସହ ଭିଡିଓ କନଫରେନ୍ସିଂରେ ଦୀର୍ଘ ଆଲୋଚନା କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନା ବିଶ୍ୱ ମହମାରୀର ସବୁ ଅସୁବିଧା ଏବଂ ଆହ୍ୱାନ ମଧ୍ୟରେ ଭାରତ ଓ ଓଡିଶାର ବିକାଶ ପାଇଁ ନୂଆ…

ମଦ ପରେ ମହଙ୍ଗା ହେଲା ପେଟ୍ରୋଲ ଓ ଡିଜେଲ

ନୂଆଦିଲ୍ଲୀ: ମଦ ପରେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି କଲେ ଦିଲ୍ଲୀ ସରକାର। ଦିଲ୍ଲୀ ସରକାର ପେଟ୍ରୋଲ ଓ ଡିଡେଲରେ ଲାଗୁଥିବା ଭ୍ୟାଟ ବୃଦ୍ଧି କରିଛନ୍ତି। ଫଳରେ ଦିଲ୍ଲୀରେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି। ଦିଲ୍ଲୀ ସରକାର ପେଟ୍ରୋଲରେ ୨୭% ରୁ ୩୦% କୁ ଭ୍ୟାଟ ବୃଦ୍ଧି କରିଛନ୍ତି। ସେହିପରି ଡିଜଲରେ…

ନୀତି ଆୟୋଗ କାର୍ଯ୍ୟାଳୟ ସିଲ୍

ନୂଆଦିଲ୍ଲୀ: ଦିନକୁ ଦିନ ସାରାଦେଶରେ କରୋନା ଭାଇରସ୍ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାର ଲାଗିଛି। ବିଶେଷ କରି ମହାରାଷ୍ଟ୍ର, ଦିଲ୍ଲୀ ଓ ମଧ୍ୟପ୍ରଦେଶ ପରି କିଛି ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢିବାର ଲାଗିଛି। ଦେଶର ରାଜଧାନୀ ଦିଲ୍ଲୀରେ ଏବେ ପରିସ୍ଥିତି ଉଦବେଗ ଜନକ। ଏଠାରେ…

୧୯ ବର୍ଷୀୟ ପିଜା ଡେଲିଭରୀ ବୟ କରୋନା…

ନୂଆଦିଲ୍ଲୀ: ମହାମାରୀ କରୋନାର ମୁକାବିଲା କରିବା ପାଇଁ ସାରା ଦେଶ ଲକ୍‌ଡାଉନ୍। ଏହି ସମୟରେ ସାମାଜିକ ଦୂରତ୍ବ ରକ୍ଷା କରିବା ପାଇଁ ଜନସାଧାରଣଙ୍କୁ ପରାମର୍ଶ ଦିଆଯାଇଛି। ଲକ୍‌ଡାଉନ୍‌ ଯୋଗୁଁ ସମସ୍ତ ରେଷ୍ଟୁରାଣ୍ଟ, ହୋଟେଲ ଓ ଢାବା ବନ୍ଦ ରହିଛି। ଅପରପକ୍ଷେ ଅନଲାଇନ୍‌ ଫୁଡ ଅର୍ଡର ବା ଖାଦ୍ୟ ଘରେ…

ବିଜେପିରେ ମିଶିଲେ ମଧ୍ୟପ୍ରଦେଶର ୨୨…

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ୨୨ ବିଦ୍ରୋହୀ କଂଗ୍ରେସ ବିଧାୟକ ଆଜି ନୂଆଦିଲ୍ଲୀରେ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କୁ ସାକ୍ଷାତ ରକିଛନ୍ତି। ନୂଆକରି ବିଜେପିରେ ମିଶିଥିବା ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ଉପସ୍ଥିତିରେ ସେମାନେ ଆଜ ନଡ୍ଡାଙ୍କୁ ସାକ୍ଷାତ କରିଛନ୍ତି। ଏଥିସହିତ କଂଗ୍ରେସରୁ ଇସ୍ତଫା…

ପ୍ରଧାନମନ୍ତ୍ରୀ ଉଜ୍ଜଳା ଯୋଜନା

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଉଜ୍ଜଳା ଯୋଜନା ଗରିବ ମହିଳାଙ୍କୁ ଆତ୍ମନିର୍ଭରଶୀଳ ହେବା ପାଇଁ ସୁଯୋଗ ଦେଇଛି ବୋଲି ଶୁକ୍ରବାର ନୂଆଦିଲ୍ଲୀ ଠାରେ ଅନ୍ତରାଷ୍ଟ୍ରୀୟ ମହିଳା ଦିବସ ଉପଲକ୍ଷେ ମାଇକ୍ରୋସେଭ୍‌, ଗେଟ୍ସ୍ ଫାଉଣ୍ଡଡେସନ ଏବଂ କ୍ଲିନଟନ୍ ଫାଉଣ୍ଡେସନ ପକ୍ଷରୁ ଆୟୋଜିତ ପ୍ରଧାନମନ୍ତ୍ରୀ ଉଜ୍ଜଳା ଯୋଜନା:…

ଦିଲ୍ଲୀ: ଆର୍ମି ମୁତୟନ ପାଇଁ…

ନୂଆଦିଲ୍ଲୀ: ସାରା ଦେଶରେ ସିଏଏକୁ ନେଇ ଦିଲ୍ଲୀରେ ହୋଇଥିବା ହିଂସାକୁ ନେଇ ଚର୍ଚ୍ଚା। ଦିଲ୍ଲୀରେ ସୃଷ୍ଟି ହୋଇଥିବା ଦଙ୍ଗା ପରିସ୍ଥିତି ଏବେ ଅସମ୍ଭାଳ ସ୍ଥିତିରେ ପହଞ୍ଚି ଯାଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କହିଛନ୍ତି। ଉଚ୍ଚ ପଦସ୍ଥ ଅଧିକାରୀଙ୍କ ସହ ଘନଘନ ବୈଠକ କରୁଥିବା କେଜ୍ରିୱାଲ ପୂରା…

ଶପଥ ଗ୍ରହଣ ଉତ୍ସବକୁ କୁନି…

ନୂଆଦିଲ୍ଲୀ: ଆସନ୍ତା ୧୬ରେ ତୃତୀୟ ଥର ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଅରବିନ୍ଦ କେଜ୍ରିୱାଲ। କେଜ୍ରିୱାଲଙ୍କ ଶପଥ ଗ୍ରହଣ ସମାରୋହ ଦିଲ୍ଲୀର ରାମଲୀଲା ମୈଦାନରେ ହେବ। ଏଥି ନେଇ ପାର୍ଟି ପକ୍ଷରୁ ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଛି। ସବୁଠାରୁ ବଡ କଥା ହେଉଛି, ଏଥର ଦିଲ୍ଲୀ ରାଜ୍ୟ ସରକାରଙ୍କ…

ୟଶ ଓଡ଼ିଶା ପାଇଁ ବୌଦ୍ଧିକ କ୍ଷେତ୍ରରେ…

ନୂଆଦିଲ୍ଲୀ: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଠାରୁ ଚଳିତବର୍ଷର ସମ୍ମାନଜନକ ‘ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍ ପୁରସ୍କାର’ ଗ୍ରହଣ କରିଥିବା ଓଡ଼ିଶାର ଛାତ୍ର ୟଶ୍ ମିଶ୍ରଙ୍କୁ ଗୁରୁବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀ ସ୍ଥିତ ବାସଭବନରେ ଭେଟି ତାଙ୍କୁ ଅଭିନନ୍ଦନ ଜଣାଇବା ସହ…

ନାଗରିକତା ଆଇନ୍ ସମର୍ଥନରେ ଏକାଠି ହେଲେ…

ନୂଆଦିଲ୍ଲୀ: ଆଜି ନୂଆଦିଲ୍ଲୀରେ ନାଗରିକତା ସଂଶୋଧନ ଆଇନ(ସିଏଏ) ସମର୍ଥନରେ ମୁସଲମାନଙ୍କ ପକ୍ଷରୁ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ହେଲେ କିଛି ସମୟ ପରେ କିଛି ଅଜ୍ଞାତ ଯୁବକ ଆସି ବିକ୍ଷୋଭ ପ୍ରଦର୍ଶନ କରାଇଥିଲେ। ଫଳରେ କାର୍ଯ୍ୟକ୍ରମକୁ ବନ୍ଦ କରିଦିଆ ଯାଇଥିଲା। କାର୍ଯ୍ୟକ୍ରମ ଆରମ୍ଭ ହେବା ସମୟରେ ୭/୮…