କୃଷି ଆଇନ ନେଇ କେନ୍ଦ୍ରକୁ କଡ଼ା ଭତ୍ସନା…
ନୂଆଦିଲ୍ଲୀ: କୃଷି ଆଇନ ନେଇ କେନ୍ଦ୍ର ଉପରେ ଅସନ୍ତୋଷ ପ୍ରକାଶ କରିଛନ୍ତି ସୁପ୍ରମିକୋର୍ଟ। କୃଷି ଆଇନକୁ ନେଇ ସାରା ଭାରତରେ ଚାଷୀ ଆନ୍ଦୋଳନ ଚାଲିଥିବାବେଳେ ସୁପ୍ରିମକୋର୍ଟ ଉଭୟ କୃଷି ଆଇନ ଓ ଚାଷୀ ଆନ୍ଦୋଳନ ନେଇ ଅସନ୍ତୋଷ ଜାହିର କରିଛନ୍ତି। ଆପୋଷ ବୁଝାମଣା ନେଇ କେନ୍ଦ୍ରର ଭୂମିକା ଉପରେ ମଧ୍ୟ…