ଜୁଲାଇ ପହିଲାରୁ ସାରା ଦେଶରେ ନୂଆ ଆଇନ୍,…
ଓଏଲ୍ ବ୍ୟୁରୋ: ସଂସଦର ମିଳିତ ଅଧିବେଶନକୁ ଆଜି ସମ୍ବୋଧିତ କରୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅଷ୍ଟାଦଶ ଲୋକସଭା ଏବଂ ୨୬୪ ତମ ରାଜ୍ୟସଭାର ମିଳିତ ଅଧିବେଶନରେ ଉଦବୋଧନ ରଖୁଛନ୍ତି ମାଡାମ୍ ପ୍ରେସିଡେଣ୍ଟ। ନିଜର ଉଦବୋଧନ ବେଳେ ମହାମହିମ ରାଷ୍ଟ୍ରପତି ନୂଆ ସରକାରର ନୀତି, ଯୋଜନା ଏବଂ ଆଗାମୀ ରୋଡ୍…