ଲକଡାଉନ: ସେୟାର ବଜାରରେ ବୃଦ୍ଧି,…
ମୁମ୍ବାଇ: ଆଜିଠୁ ସାରା ଦେଶ ଲକଡାଉନ। ହେଲେ ସେୟାର ବଜାରରେ ବୃଦ୍ଧି ଦେଖିବାକୁ ମିଳିଛି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ୍ ପ୍ୟାକେଜ ଘୋଷଣା ପାଇଁ ପ୍ରତିଶୃତି ଦେବା ପରେ ସେୟାର ବଜାରରେ ଆଜି ସାମାନ୍ୟ ବୃଦ୍ଧି ଦେଖାଦେଇଛି।
ଅପରାହ୍ନ ୨ଟା ୩୦ ସୁଦ୍ଧା ସେନସେକ୍ସ ଓ ନିଫଟି ବୃଦ୍ଧି ପାଇବାରେ…