କଡ଼ାକଡ଼ି ହେବ ନାଇଟ କର୍ଫ୍ୟୁ: ନବ ଦାସ
ଭୁବନେଶ୍ୱର: ପୁଣି ଅଣାୟତ୍ତ କଲାଣି ମହାମାରୀ କରୋନା। ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି। କରୋନା ଗ୍ରାଫ ଉପରମୁହାଁ ରହୁଛି। ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ଭୟାନକ ଆଡ଼କୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ନାଇଟ କର୍ଫ୍ୟୁ ଆହୁରି କଡ଼ାକଡ଼ି କରାଯିବ ବୋଲି…