ନୀଳାଚଳ ଇସ୍ପାତରୁ ପୁଞ୍ଜି ପ୍ରତ୍ୟାହାର…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ବପୂର୍ଣ୍ଣ ନିଷ୍ବତ୍ତି ନିଆଯାଇଛି।
ନୀଳାଚଳ ଇସ୍ପାତ କାରଖାନାରୁ ପୁଞ୍ଜି ପ୍ରତ୍ୟାହାର ପାଇଁ ଏଥିରେ ନିଷ୍ପତ୍ତି ନିଆଯାଇଛି । ଯାହାଦ୍ବାରା ନୀଳାଚଳ ଇସ୍ପାତର ରୂପ ବଦଳିବ ଏବଂ…