ଆଇନର ଗଳାବାଟ ବନ୍ଦ ହେଲେ ପୀଡିତାଙ୍କୁୁ…
ଭୁବନେଶ୍ୱର : ଆଜି ଦିନଟି ଆମ ସମସ୍ତଙ୍କ ପାଇଁ ଏକ ଖୁସିର ଦିନ । ବିଳମ୍ବ ହେଲେ ମଧ୍ୟ ନ୍ୟାୟିକ ପ୍ରକ୍ରିୟାରେ ବିଶ୍ୱାସ ରଖିଥିବା ଆମ ସମସ୍ତଙ୍କୁ ନ୍ୟାୟ ମିଳିଛି ଏବଂ ନିର୍ଭୟା ଦୋଷୀ ମାନଙ୍କୁ ଫାଶୀ ମିଳିଛି । ଗଣତନ୍ତ୍ରର ନ୍ୟାୟିକ ବ୍ୟବସ୍ଥା ଉପରେ ଲୋକଙ୍କ ବିଶ୍ୱାସ ବଢିଛି ବୋଲି ମହିଳାମୋର୍ଚ୍ଚା ରାଜ୍ୟ…