Odisha Link
Bridging the Missing Links in Odisha
Browsing Tag

Nirvaya

ନିର୍ଭୟା ଦୋଷୀ ପବନର ନାବାଳକ ଦାବି ଆବେଦନ…

ନୂଆଦିଲ୍ଲୀ : ନିର୍ଭୟା ଗଣଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପବନ ଗୁପ୍ତାର ନାବାଳକ ଦାବି ଆବେଦନକୁ ଖାରଜ କରିଛନ୍ତି ଦିଲ୍ଲୀ ହାଇକୋର୍ଟ। ଏହି ଆବେଦନରେ ପବନ ଦର୍ଶାଇଥିଲା ଯେ ୨୦୧୨, ଡିସେମ୍ବରରେ ଏହି ଅପରାଧ ଘଟାଇବାବେଳେ ସେ ନାବାଳକ ଥିଲେ, ଏଣୁ ତାକୁ ଛାଡ଼ କରାଯାଉ। ପୂର୍ବରୁ ହାଇକୋର୍ଟ ଏହି…

ଆଜି ନିର୍ଭୟା ମାମଲାର ପୁନର୍ବିଚାର…

ନୂଆଦିଲ୍ଲୀ : ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାର ଅଭିଯୁକ୍ତ ଅକ୍ଷୟ କୁମାର ସିଂର ପୁନର୍ବିଚାର ଆବେଦନ ଉପରେ ଆଜି ସୁପ୍ରିମକୋର୍ଟ ଶୁଣାଣି କରିବେ। ଏହି ଶୁଣାଣି ଗତକାଲି ହେବାକୁ ଥିଲେ ମଧ୍ୟ ପ୍ରଧାନ ବିଚାରପତି ଜଷ୍ଟିସ ଏସ.ଏ. ବୋବଡ଼େ ଏଥିପାଇଁ ଗଠିତ ବେଞ୍ଚରୁ ନିଜକୁ ପ୍ରତ୍ୟାହାର କରିବା ପରେ ଏକ ନୂଆ…

ନିର୍ଭୟା ଶୁଣାଣିରେ ଟ୍ୱିଷ୍ଟ

ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ଘଟଣାରେ ଆସିଛି ଏକ ଜବରଦସ୍ତ ଟ୍ୱିଷ୍ଟ। ଦୋଷୀ ସାବ୍ୟସ୍ତ ହୋଇଥିବା ଅକ୍ଷୟ କୁମାର ସିଂହ ଠାକୁର କରିଥିବା ରିଭ୍ୟୁ ପିଟିସନର ଶୁଣାଣିରୁ ହଠାତ୍‌ ପ୍ରଧାନ ବିଚାରପତି ଜଷ୍ଟିସ୍‌ ଏସଏ ବୋବଡେ ଓହରି ଯାଇଛନ୍ତି। ଫଳରେ ଏବେ ଅକ୍ଷୟର ରିଭ୍ୟୁ ପିଟିସନ…

ନିର୍ଭୟା ଦୋଷୀର ଫାଶୀରୁ ବଞ୍ଚିବା…

ନୂଆଦିଲ୍ଲୀ: ହାଇଦ୍ରାବାଦର ଗଣଦୁଷ୍କର୍ମ ଓ ହତ୍ୟା ଘଟଣାରେ ପୋଲିସ ଦୋଷୀଙ୍କୁ ଏନକାଉଣ୍ଟର କରି ୯ ଦିନରେ ନ୍ୟାୟ ଦେଇଦେବା ପରେ ଏବେ ସାରା ଦେଶର ନଜର ନିର୍ଭୟା ଦୋଷୀଙ୍କୁ ଫାଶୀ ଦେଇ ପୀଡିତାଙ୍କ ପରିବାରକୁ ନ୍ୟାୟ ଦେବା ପାଇଁ ସାରା ଦେଶରେ ଦାବି ଜୋର ଧରିଥିବା ବେଳେ ଫାଶୀରୁ ବର୍ତ୍ତିବାକୁ ଦୋଷୀମାନେ…