ଲ୍ୟାଣ୍ଡଫଲ କଲା ‘ନିଭାର’
ନୂଆଦିଲ୍ଲୀ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ନିଭାର୍ ଗତକାଲି ବିଳିମ୍ବିତ ରାତିରେ ଲ୍ୟାଣ୍ଡଫଲ କରିଛି। ପ୍ରାୟ ୪ ଘଣ୍ଟା ଧରି ‘ନିଭାର’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଚାଲିଥିଲା। ଲ୍ୟାଣ୍ଡଫଲ କରିବା ବେଳେ ଏହା ଅତିଭୀଷଣ ରୂପ ଧାରଣ କରିଥିଲା।
ରାତି ୧୧.୧୫ରୁ ବାତ୍ୟା ନିଭାର ପ୍ରକୋପ ଆରମ୍ଭ ହୋଇ…