ମୀରଟରେ ବଳାତ୍କାର ପୀଡ଼ିତାଙ୍କର…
ମୀରଟ: ଦେଶବ୍ୟାପୀ ବଳାତ୍କାରୀଙ୍କ ବିରୋଧରେ ନିନ୍ଦା ଓ ଆକ୍ରୋଶ ଦେଖିବାକୁ ମିଳିଥିବାବେଳେ ଆଜି ଉତ୍ତରପ୍ରଦେଶର ମୀରଟ ସହରରେ ଜଣେ ମହିଳା ଅଭିଯୁକ୍ତଙ୍କ ବିରୋଧରେ ପୁଲିସର କାର୍ଯ୍ୟାନୁଷ୍ଠାନ ନ ନେବା ଯୋଗୁଁ ଆତ୍ମାହୂତି ଦେବାକୁ ଉଦ୍ୟମ କରିଛନ୍ତି। ପୀଡିତା ଜଣଙ୍କ ଏସପି ଅଫିସ ସମ୍ମୁଖରେ ନିଜ ଦେହରେ ନିଆଁ…