ସମ୍ବଲପୁରରେ ନାମାଙ୍କନ ଭରିବେ…
ଓଏଲ୍ ବ୍ୟୁରୋ: ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କରିବେ। ମା ସମଲେଇଙ୍କ ଦର୍ଶନ କରିବା ପରେ ନାମାଙ୍କନ ଭରିବାକୁ ଯିବେ କେନ୍ଦ୍ରମନ୍ତ୍ରୀ । ଏଥିପାଇଁ ବିଜେପି ପକ୍ଷରୁ ସବୁ ପ୍ରସ୍ତୁତି ଶେଷ ହୋଇଛି।
ଧର୍ମେନ୍ଦ୍ର ପ୍ରଧାନଙ୍କ ନାମାଙ୍କନ ସମୟରେ…