କାଲିଠୁ ଏହି ସବୁ ସେବା ଆରମ୍ଭ ହେବ
ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସର ମୁକାବିଲା କରିବା ପାଇଁ ସାରା ଦେଶ ୩ ମେ' ପର୍ଯ୍ୟନ୍ତ ଲକ୍ଡାଉନ୍। ଆସନ୍ତାକାଲି ଅର୍ଥାତ୍ ଏପ୍ରିଲ ୨୦ ତାରିଖରୁ କରୋନା ସଂକ୍ରମଣ ନିୟନ୍ତ୍ରଣରେ ଥିବା ଅଞ୍ଚଳ ଓ ରାଜ୍ୟମାନଙ୍କରେ ଯାତାୟତ ଉପରେ କିଛିଟା କଟକଣା କୋହଳ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି।…