ଅର୍ଥନୀତି ପାଇଁ ନୋବେଲ ପୁରସ୍କାର ଘୋଷଣା:…
ଓଏଲ୍ ବ୍ୟୁରୋ: ନୋବେଲ ପୁରସ୍କାର ୨୦୨୩ ଘୋଷଣା ହୋଇଛି। ଅର୍ଥନୀତି ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି।ଅର୍ଥଶାସ୍ତ୍ରୀ କ୍ଲାଉଡିଆ ଗୋଲ୍ଡିନ ନୋବେଲ ପୁରସ୍କାର ପାଇବେ। ୭୭ ବର୍ଷୀୟ ଆମେରିକୀୟ ଅର୍ଥନୀତିଜ୍ଞ କ୍ଲାଉଡିଆ ଗୋଲ୍ଡିନ୍ ଅର୍ଥନୀତି ପାଇଁ ନୋବେଲ ପୁରସ୍କାର ୨୦୨୩ ପାଇବେ।
ଇରାନର ନର୍ଗେସ…