ବିହାରରେ ଲାଗୁ ହେବ ନାହିଁ ଏନଆରସି:…
ପାଟନା: ବିହାରରେ ଲାଗୁ ହେବ ନାହିଁ ରାଷ୍ଟ୍ରୀୟ ନାଗରିକ ରେଜିଷ୍ଟର (ଏନଆରସି) । ଅନ୍ୟପଟେ ରାଷ୍ଟ୍ରୀୟ ଜନସଂଖ୍ୟା ରେଜିଷ୍ଟର (ଏନପିଆର) ୨୦୧୦ ମସିହାରେ ଯେଉଁ ପ୍ରକ୍ରିୟାରେ ହୋଇଥିଲା ସେହି ଆଧାରରେ ମଧ୍ୟ ବିହାରରେ କାର୍ଯ୍ୟକାରୀ ହେବ। ସେ ନେଇ ଆଜି ବିହାର ବିଧାନସଭାରେ ପ୍ରସ୍ତାବ ପାରିତ ହୋଇଛି।
ବିହାର…