ତାଳଚେର ଏନ୍ଟିପିସିରେ ବିଦ୍ୟୁତ ଉତ୍ପାଦନ…
ଅନୁଗୁଳ : କୋଇଲା ନଥିବାରୁ ତାପଜ ବିଦ୍ୟୁତ କେନ୍ଦ୍ରର ୬ଟିରୁ ୪ଟି ୟୁନିଟ ବନ୍ଦ ହେବା ସହ ବିଦ୍ୟୁତ ଉତ୍ପାଦନ କମିବାରେ ଲାଗିଛି । ପ୍ଲାଣ୍ଟର ସମସ୍ତ ୟୁନିଟ କାର୍ଯ୍ୟକ୍ଷମ କରିବାକୁ ଦୈନିକ ୫୦ ହଜାର ଟନ୍ କୋଇଲା ଆବଶ୍ୟକ ଥିବାବେଳେ ଷ୍ଟକୟାର୍ଡରେ ମାତ୍ର ୪ ହଜାର ମେଟ୍ରିକ ଟନ୍ କୋଇଲା ରହିଛି।
ତେବେ…