ଆଜି ନୂଆପଡା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ…
କଳାହାଣ୍ଡି : ଆଜି ନୂଆପଡା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ପ୍ରଥମେ ଗୋତମା ଏୟାର ଷ୍ଟ୍ରିପ୍ ରେ ସ୍ବତନ୍ତ୍ର ବିମାନରେ ପହଞ୍ଚିବ। ସେଠାରେ ୪ ହଜାର କୋଟି ଟଙ୍କା ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି ।
ତାପରେ ମୁଖ୍ୟମନ୍ତ୍ରୀ ଖଡ଼ିଆଳ ସହରରେ…