ଅଗଷ୍ଟ ୨୭ରେ ଓଏଏସ୍ ପ୍ରିଲିମ୍…
କଟକ: ଅଗଷ୍ଟ ମାସରେ ହେବ ଓଏଏସ୍ ପ୍ରିଲିମ୍ ପରୀକ୍ଷା। ଅଗଷ୍ଟ ୨୭ ତାରିଖରେ ଅନୁଷ୍ଠିତ ହେବ ପରୀକ୍ଷା। ଦୁଇଟି ସିଟିଂରେ ହେବ ପରୀକ୍ଷା। ସକାଳ ୧୦ରୁ ୧୨ ଜିଏସ୍ ପ୍ରଥମ ପେପର ଓ ସାଢ଼େ ଗୋଟାଏରୁ ସାଢ଼େ ୩ଟା ପର୍ଯ୍ୟନ୍ତ ଦ୍ୱିତୀୟ ପେପର ପରୀକ୍ଷା ହେବ। ଏଥିପାଇଁ ରାଜ୍ୟରେ ବାଲେଶ୍ୱର, ବ୍ରହ୍ମପୁର,…