ଓଡିଶା ସରକାର ପଛୁଆବର୍ଗଙ୍କୁ କେବେ ଦେବେ…
ଭୁବନେଶ୍ୱର : ମଣ୍ଡଳ କମିଶନଙ୍କ ସୁପାରିଶ ଏବଂ ସୁପ୍ରିମକୋର୍ଟଙ୍କ ଅନୁମୋଦନ ପରେ ପଛୁଆ ବର୍ଗକୁ ସରକାରୀ ଚାକିରୀ ଉଚ୍ଚ ଶିକ୍ଷାନୁଷ୍ଠାନରେ ନାମ ଲେଖା ଏବଂ ପଞ୍ଚାୟତ ଓ ମୁନିସିପାଲିଟି ନିର୍ବାଚନରେ ୨୭ ପ୍ରତିଶତ ସଂରକ୍ଷଣ ସୁବିଧା ରହିଛି ।
କେନ୍ଦ୍ରସରକାରଙ୍କ ସମେତ ଦେଶର ଅନେକ ରାଜ୍ୟରେ ଏହି ସଂରକ୍ଷଣ…