Odisha Link
Bridging the Missing Links in Odisha
Browsing Tag

Odia

୪ର୍ଥ ଅକ୍ଷୟ ଉପନ୍ୟାସ ପୁରସ୍କାର: ଆଜି…

ଓଏଲ୍‌ ବ୍ୟୁରୋ: ପ୍ରତିଭା ରାୟ ଟ୍ରଷ୍ଟ ଓ ଆଦ୍ୟା ପ୍ରକାଶନୀ ପକ୍ଷରୁ ୨୦୨୪ ମସିହା ପାଇଁ ଚତୁର୍ଥ ‘ଅକ୍ଷୟ ସ୍ମାରକୀ ଉପନ୍ୟାସ ପୁରସ୍କାର’ ଘୋଷିତ ହୋଇଛି। ଚଳିତ ବର୍ଷର ଏହି ମର୍ଯ୍ୟାଦାଜନକ ପୁରସ୍କାର ପାଇଁ କଥାଶିଳ୍ପୀ ଶୁଭ୍ରାଂଶୁ ପଣ୍ଡା ଯୋଗ୍ୟ ବିବେଚିତ ହୋଇଛନ୍ତି। ତାଙ୍କର ତୃତୀୟ ଉପନ୍ୟାସ ‘ଇତର’…

କାର୍ତ୍ତିକ ମାସରେ Xରେ ଟ୍ରେଣ୍ଡ୍ କଲା…

ଓଏଲ୍‌ ବ୍ୟୁରୋ: କୃତ୍ତିକା ନକ୍ଷତ୍ର ଯୁକ୍ତ ପୂର୍ଣ୍ଣିମା ପଡୁଥିବା ଚାନ୍ଦ୍ରମାସକୁ କାର୍ତ୍ତିକ ମାସ କହନ୍ତି। ଏହାର ପୂର୍ବବର୍ତ୍ତୀ ମାସ ଆଶ୍ୱିନ ଓ ପରବର୍ତ୍ତୀ ମାସ ମାର୍ଗଶୀର। ନାରଦୀୟ ପୁରାଣ ମତେ ମାସ ମଧ୍ୟରେ କାର୍ତ୍ତିକ ମାସ ହେଉଛି ଶ୍ରେଷ୍ଠ ମାସ, ଯେପରି ଯୁଗ ମଧ୍ୟରେ ଶ୍ରେଷ୍ଠ ସତ୍ୟଯୁଗ। ଏହା ଧର୍ମ…

ରସଗୋଲା ଦିବସ ଉପଲକ୍ଷେ ମୁକ୍ତିଲାଭ କଲା…

ଓଏଲ୍‌ ବ୍ୟୁରୋ: ଆଜି ରସଗୋଲା ଦିବସ। ପ୍ରତିବର୍ଷ ଭଳି ଏବର୍ଷ ମହାପ୍ରଭୁଙ୍କ ନୀଳାଦ୍ରିବିଜେ ଅବସରରେ ପାଳନ ହେଉଛି ଦଶମ ରସଗୋଲା ଦିବସ। ଏହି ଦିନକୁ ପାଳନ ପାଇଁ ୨୦୧୫ ମସିହା ଜୁଲାଇ ୩୦ ତାରିଖ ନୀଳାଦ୍ରିବିଜେ ଦିନ ସୋସିଆଲ୍ ମିଡିଆରେ କ୍ୟାମ୍ପେନ୍ ଆରମ୍ଭ ହୋଇଥିଲା। ରସଗୋଲା ଦିବସର ଅବ୍ୟବହିତ ପୂର୍ବରୁ…

‘ଓଡ଼ିଶା ପ୍ରକାଶକ ସଂଘ’ ଗଠିତ, ପୁସ୍ତକ ଓ…

ଭୁବନେଶ୍ୱର: ଓଡ଼ିଶାର ପ୍ରମୁଖ ପ୍ରକାଶକମାନଙ୍କୁ ନେଇ ଆଜି ଏକ ରାଜ୍ୟସ୍ତରୀୟ ସଂଗଠନ ପ୍ରତିଷ୍ଠା ପାଇଛି। ‘ଓଡ଼ିଶା ପ୍ରକାଶକ ସଂଘ’ ନାମରେ ସ୍ଥାପିତ ଏ ନୂଆ ସଂଘରେ ୭ ଜଣ ପ୍ରମୁଖ ପ୍ରକାଶକ ପ୍ରତିଷ୍ଠାତା ସଦସ୍ୟ ଭାବେ ଯୋଗ ଦେଇଛନ୍ତି। ସେମାନେ ହେଲେ ଅପୂର୍ବା ପ୍ରକାଶନୀର ଅଧ୍ୟକ୍ଷ କ୍ଷୀରୋଦ ଚନ୍ଦ୍ର ପତି,…

ଫେବ୍ରୁଆରୀ ୩ରୁ ପ୍ରଥମ ବିଶ୍ବ ଓଡ଼ିଆ ଭାଷା…

ଓଏଲ୍‌ ବ୍ୟୁରୋ: ଫେବ୍ରୁଆରୀ ମାସରେ ଅନୁଷ୍ଠିତ ହେବ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ। ଫେବ୍ରୁଆରୀ ୩ରୁ ୫ ତାରିଖ ପର୍ଯ୍ୟନ୍ତ ଚାଲିବ ଓଡ଼ିଆ ଭାଷା ସମ୍ମିଳନୀ। ଏନେଇ ଆଜି ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହି ସମ୍ମିଳନୀ ଯେପରି ବିପୁଳ ସଫଳତା ହାସଲ କରିବ, ସେଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଓଡ଼ିଆରେ ନାମଫଳକ ନଲେଖିବା ପଡ଼ିଲା…

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ଥିବା ସମସ୍ତ ଦୋକାନ ଓ ବ୍ୟବସାୟୀକ ଅନୁଷ୍ଠାନର ନାମଫଳକକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଥିଲା। ଓଡ଼ିଶାର ସମସ୍ତ ଦୋକାନ ଓ ବ୍ୟବସାୟୀକ ଅନୁଷ୍ଠାନରେ ଓଡ଼ିଆରେ ନାମଫଳକ ଲେଖିବା ବାଧ୍ୟତାମୂଳକ ହୋଇଥିବା ଜଣା ପଡିଥିଲା। ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ ସମସ୍ତ ଦୋକାନ ଓ…

ଏଣିକି ସିବିଏସଇ ସ୍କୁଲରେ ଓଡ଼ିଆରେ ପଢ଼ାଯିବ…

ଓଏଲ୍‌ ବ୍ୟୁରୋ: ସିବିଏସଇ ସ୍କୁଲରେ ଓଡିଆ ସମେତ ଅନ୍ୟ ଆଞ୍ଚଳିକ ଭାଷାରେ ପଢ଼ା ଯିବ ପାଠ। ଏଣିକି ସିବିଏସଇ ସ୍କୁଲରେ ଓଡ଼ିଆ ଓ ଆଞ୍ଚଳିକ ଭାଷାରେ ପାଠ ପଢ଼ି ପାରିବେ ଛାତ୍ରଛାତ୍ରୀ । ସିବିଏସଇ ଅନୁବନ୍ଧିତ ସ୍କୁଲ ଗୁଡିକରେ ଛାତ୍ରଛାତ୍ରୀ ମାନଙ୍କୁ ବିକଳ୍ପ ଭାଷା ଭାବରେ ମାତୃଭାଷାରେ ଶିକ୍ଷାଦାନ ଦିଆଯାଇପାରିବ।…

ଲେଖକ ଯୁଗଳ କିଶୋର ଷଡଙ୍ଗୀ ପାଇବେ…

ଓଏଲ୍‌ ବ୍ୟୁରୋ: ଆଜି କେନ୍ଦ୍ର ସାହିତ୍ୟ ଅକାଦେମି ପକ୍ଷରୁ ୨୦୨୩ ବର୍ଷ ପାଇଁ ବାଲ୍‌ ସାହିତ୍ୟ ପୁରସ୍କାର ଘୋଷଣା କରାଯାଇଛି। ଚଳିତଥର ୨୨ଟି ଭାଷାରେ ପ୍ରକାଶିତ ଶିଶୁସାହିତ୍ୟ ସମ୍ବଳିକ ପୁସ୍ତକ ପାଇଁ ପୁରସ୍କାର ଘୋଷଣା କରାଯାଇଛି। ଓଡିଆ କ୍ଷୁଦ୍ର ଗଳ୍ପ ‘ଜେଜେଙ୍କ ଗପ ଗଣ୍ଠିଲି’କୁ ସାହିତ୍ୟ ଅକାଦେମି ବାଲ୍…

ଆଇଏଏସ୍ ପରୀକ୍ଷାରେ ବାଜିରାଓ ଛାତ୍ରୀଙ୍କ…

ଓଏଲ୍‌ ବ୍ୟୁରୋ: ପ୍ରକାଶ ପାଇଲା କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସସି) ଦ୍ବାରା ପରିଚାଳିତ ସିଭିଲ ସର୍ଭିସେସ ପରୀକ୍ଷା ୨୦୨୨ର ଫଳାଫଳ। ଗ୍ରେଟର ନୋଏଡ଼ାର ଈଶିତା କିଶୋର ଟପ୍ପର ହୋଇଛନ୍ତି। ସବୁଠୁ ବଡ଼ କଥା ହେଲା ପ୍ରଥମ ୪ଟି ସ୍ଥାନରେ ମହିଳାମାନେ ବାଜି ମାରିଛନ୍ତି। ଈଶିତା ଟପ୍ପର ହୋଇଥିବା ବେଳେ ଗରିମା…

କିଏ ପାଇବ ସାହିତ୍ୟ ଏକାଡେମୀ ପୁରସ୍କାର?…

ଭୁବନେଶ୍ବର: କିଛିଦିନ ଧରି ଚାଲିଥିବା କଳ୍ପନାଜଳ୍ପନାରୁ ଆଦି ପରଦା ଉଠିବ। ଓଡ଼ିଶାରୁ କେଉଁ ଲେଖକ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବେ ତାହା ଆଜି ସ୍ପଷ୍ଟ ହୋଇଯିବ। ଏକାଡେମୀ ପକ୍ଷରୁ ଆଜି ପୁରସ୍କାର ତାଲିକା ଘୋଷଣା କରାଯିବା ନେଇ ସୂଚନା ମିଳିଛି। ଅନ୍ୟପଟେ ଏ ପୁରସ୍କାର ଏଥର କବି ଓ ସଂସ୍କୃତି…