ରୁଢୀବାଦୀ ଚିନ୍ତାଧାରାକୁ ଶକ୍ତ ଚାପୁଡା…
ଓଏଲ୍ ବ୍ୟୁରୋ: ନବରଙ୍ଗପୁର ଜିଲ୍ଲା ସହର ମହକୁୁମାରେ ପଠାଣ ସାହିରେ ଦେଖିବାକୁ ମିଳିଛି ଅନନ୍ୟ ଦୃଶ୍ୟ। ବାପାଙ୍କ ପରଲୋକ ପରେ ମୁଖାଗ୍ନି ଦେଇ ଉଦାହରଣ ସୃଷ୍ଟି କରିଛି ଝିଅ। କିଛି ବଡ଼ ସହରରେ ଝିଅମାନେ ମୁଖାଗ୍ନି ଦେଉଥିବା କଥା ହୁଏତ ଆପଣମାନେ ଜାଣିଥିବେ। କିନ୍ତୁ ନବରଙ୍ଗପୁର ଭଳି ଏକ ଉପାନ୍ତ ଜିଲ୍ଲାରେ…