ମାଓବାଦୀଙ୍କ ଯୋଜନା ପଣ୍ଡ କଲେ ବିଏସଏଫ
ମାଲକାନଗିରି: ମାଓବାଦୀଙ୍କ ଯୋଜନା ପଣ୍ଡ କଲେ ବିଏସଏଫ। ଚିତ୍ରକୋଣ୍ଡା ସ୍ଵଭିମାନ ଅଞ୍ଚଳର ହାନ୍ତାଳଗୁଡା ନବମ ବାଟାଲିୟନ ବିଏସଏଫ ଯବାନଙ୍କୁ ମିଳିଛି ବଡ ସଫଳତା।
ଗୁଇନ୍ଦା ସୂତ୍ରରୁ ଖବର ପାଇ ବିଏସଏଫ ଯବାନ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। କଦଳିବନ୍ଧା ଗ୍ରାମ ନିକଟ ପାହାଡ ପାଖରେ ମାଓବାଦୀଙ୍କ ଏକ ବ୍ୟାଗ…