ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରା ଟଙ୍କା,…
ଓଏଲ୍ ବ୍ୟୁରୋ: ପୁଣି ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା। ମାର୍ଚ୍ଚ ୮ରେ ସୁଭଦ୍ରାର ଯୋଜନା ଦ୍ୱିତୀୟ କିସ୍ତିର ପ୍ରଥମ ପର୍ଯ୍ୟାୟ ଟଙ୍କା ପ୍ରଦାନ କରାଯିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି। ପୂର୍ବରୁ ଯାଜପୁରରେ ଆୟୋଜିତ କାର୍ଯ୍ୟକ୍ରମରେ ସୁଭଦ୍ରାର ଯୋଜନା ପ୍ରଥମ କିସ୍ତିର ୪ର୍ଥ…