୩ ମେଡିକାଲ କଲେଜରେ ବଢ଼ିଲା ଏମ୍ବିବିଏସ୍…
ଭୁବନେଶ୍ବର : ରାଜ୍ୟରେ ଥିବା ତିନିଟି ମେଡିକାଲ କଲେଜ ଓ ହସ୍ପିଟାଲରେ ୧୦୦ ସିଟ୍ ବୃଦ୍ଧିକୁ ପାଇଛି । ମେଡିକାଲ କାଉନସିଲ ଅଫ୍ ଇଣ୍ଡିଆ ଏଥିପାଇଁ ଅନୁମତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ଆର୍ଥିକ କ୍ଷେତ୍ରରେ ପଛୁଆ ବର୍ଗଙ୍କ ପାଇଁ ୧୦ ପ୍ରତିଶତ ଆସନ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିବାରୁ ମେଡିକାଲ…