Odisha Link
Bridging the Missing Links in Odisha
Browsing Tag

ODISHA ASSEMBLY

ସେପ୍ଟମ୍ବର ୨୯ରୁ ବିଧାନସଭା ଅଧିବେଶନ…

ଭୁବନେଶ୍ବର: ସେପ୍ଟମ୍ବର ୨୯ରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ। ଅକ୍ଟୋବର ୭ ପର୍ଯ୍ୟନ୍ତ ଚାଲିବ ମୌସୁମୀ ଅଧିବେଶନ। ଏଥର ମୌସୁମୀ ଅଧିବେଶନରେ ମୋଟ ୮ଟି କାର୍ଯ୍ୟ ଦିବସ ରହିବ। ତେବେ ଅକ୍ଟୋବର ୪ ରବିବାର ଛୁଟି ଦିବସ ପଡୁଥିଲେ ମଧ୍ୟ ବିଧାନସଭା ଅଧିବେଶନ ବସିବ। କିନ୍ତୁ ଅକ୍ଟୋବର ୨ରେ ଗାନ୍ଧି…

୩୦ ପୂର୍ବରୁ ବସିବ ବିଧାନସଭା ଅଧିବେଶନ

ଭୁବନେଶ୍ବର : ସେପ୍ଟେମ୍ବର ୩୦ ତାରିଖ ପୂର୍ବରୁ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏ ନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି। ଲୋକସଭା କାର୍ଯ୍ୟକାଳକୁ ଦେଖିବା ପରେ ହିଁ ଏ ନେଇ ନିଷ୍ପତ୍ତି ନିଆଯିବ ବୋଲି ବାଚସ୍ପତି କହିଛନ୍ତି। ବର୍ତ୍ତମାନ ରାଜସ୍ଥାନରେ ବିଧାନସଭା ବସିଛି। ଲୋକସଭା…

ବିଧାନସଭା: ୫ କର୍ମୀଙ୍କୁ କରୋନା, ୩୧…

ଭୁବନେଶ୍ବର: ରାଜ୍ୟରେ ପ୍ରତିଦିନ ହୁ ହୁ ହୋଇ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ରାଜ୍ୟ ବିଧାନସଭାର ୫ ଜଣ କର୍ମଚାରୀ କରୋନା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି। ୩ ଦିନ ତଳେ ସେମାନଙ୍କ ନମୁନା ସଂଗ୍ରହ ହୋଇ ପରୀକ୍ଷା ପାଇଁ ପଠାଯାଇଥିଲା। ଆଜି ସେମାନଙ୍କର ରିପୋର୍ଟ ପଜିଟିଭ ଆସିଥିବା…

୨୯ ଯାଏଁ ବିଧାନସଭା ମୁଲତବି

ଭୁବନେଶ୍ୱର: ସାରା ଦେଶରେ ଏବେ କରୋନା ଭୟର ବାତ୍ତାବରଣ ସୃଷ୍ଟି କରିଛି। ଏମିତିରେ ରାଜ୍ୟ ସରକାର ମଧ୍ୟ କରୋନା ମୁକାବିଲା ନେଇ ବିଭିନ୍ନ ସତର୍କତାମୂଳକ ପଦକ୍ଷେପମାନ ଗ୍ରହଣ କରୁଛନ୍ତି। ଏଭଳି ସ୍ଥିତିରେ କରୋନାକୁ ଦୃଷ୍ଟିରେ ରଖି ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ବିଧାନସଭାକୁ ମୁଲତବୀ ରଖାଯାଇଛି। ଗୃହକୁ…

ବିଧାନସଭା ସ୍ଥଗିତ ପାଇଁ ପ୍ରସ୍ତାବ

ଭୁବନେଶ୍ବର: ଚୀନରୁ ସୃଷ୍ଟି ହୋଇଥିବା କରୋନା ଭାଇରସ ଦିନକୁ ଦିନ ସାରା ବିଶ୍ୱରେ କାୟା ମେଲାଇ ଚାଲିଛି। ଓଡ଼ିଶାରେ ବି ଏହାକୁ ନେଇ ଏକ ଭୟର ବାତାବରଣ ସୃଷ୍ଟି ହୋଇଛି। ଏହାକୁ ନେଇ ମାର୍ଚ୍ଚ ୨୯ ତାରିଖ ପର୍ଯ୍ୟନ୍ତ ବିଧାନସଭା ସ୍ଥଗିତ ପାଇଁ ମୁଖ୍ୟ ସଚେତକ ପ୍ରସ୍ତାବ ଦେଇଛନ୍ତି।  କରୋନା ପାଇଁ ସ୍ଥଗିତ…

ଟଙ୍କା ଜମା ପଛରେ ବିଜୟ ସାହୁଙ୍କ ଭୂମିକା…

ଭୁବନେଶ୍ୱର: ୟେସ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମା ହୋଇଥିବା ୫୪୫ କୋଟି ଟଙ୍କାର ଭବିଷ୍ୟତ ନେଇ ଗତ କିଛି ଦିନ ହେଲା ରାଜ୍ୟରେ ଆଲୋଡ଼ନ ସୃଷ୍ଟି ହୋଇଛି। ଏହାକୁ ନେଇ ବିଧାନସଭାର ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ପ୍ରଥମ ଦିନ ଅର୍ଥାତ ବୁଧବାର ହୁଲସ୍ତୁଲ ହୋଇଥିଲା। ବିରୋଧୀଙ୍କ ତୀବ୍ର…

୩ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ବର: ଦ୍ବିତୀୟ ପର୍ଯ୍ୟାୟ ବଜେଟ୍‌ ଅଧିବେଶନରେ ୟେସ୍‌ ବ୍ୟାଙ୍କ ତାତି ଦେଖିବାକୁ ମିଳିଛି। କଂଗ୍ରେସ ସଦସ୍ୟଙ୍କ ହୋହଲା ପାଇଁ ଗୃହ ଅପରାହ୍ନ ୩ଟା ଯାଏଁ ମୁଲତବି କରିଛନ୍ତି ବାଚଷ୍ପତି। ଜଗନ୍ନାଥଙ୍କ ଟଙ୍କା ଖାଇଲା କିଏ ସ୍ଲୋଗାନ ଯୋଗୁଁ ଗୃହ ପୁଣି ମୁଲତବି ରହିଛି। ପ୍ରକାଶ ଯେ, ବିଧାନସଭାରେ ଶୋକ…

ରାଜ୍ୟର ୨୨ ହଜାର ହେକ୍ଟର ଜମିରେ କଦଳୀ…

ଭୁବନେଶ୍ବର: କଦଳୀକୁ ନେଇ ଆଜି ଗୃହରେ ଚର୍ଚ୍ଚା ହୋଇଥିଲା। କଦଳୀ ଚାଷରେ ଓଡ଼ିଶା କେତେ ଆତ୍ମନିର୍ଭରଶୀଳ ହୋଇପାରିଛି ସେ ବାବଦରେ ଆଜି ବିଧାନସଭାରେ ଉତ୍ତର ରଖିଛନ୍ତି କୃଷି ମନ୍ତ୍ରୀ ଅରୁଣ ସାହୁ। କଟକ-ଚୌଦ୍ୱାର ବିଧାୟକ ସୌଭିକ ବିଶ୍ୱାଳ ଆଜି ଗୃହରେ ପ୍ରଶ୍ନ କରିଥିଲେ ଯେ କଦଳୀ ଚାଷରେ କିଭଳି ପ୍ରୋତ୍ସାହନ…

ବିଧାନସଭା ଖବର: ସାଢେ ୧୧ଟା ଯାଏଁ ଗୃହ…

ଭୁବନେଶ୍ବର: ଆଜି ବି ଗୃହରେ ପ୍ରଶ୍ନକାଳ ଆରମ୍ଭରୁ ଧାନ ମଣ୍ଡି ତାତିକୁ ହଟ୍ଟଗୋଳ ହୋଇଥିଲା। ହାତରେ ପ୍ଲା- କାର୍ଡ ଧରି ଗୃହ ମଧ୍ୟଭାଗରେ କଂଗ୍ରେସ ସଦସ୍ୟ ମାନେ ହଟ୍ଟଗୋଳ କରିଥିଲେ। ମିଲର୍ସ- ସରକାର ମଧୁଚନ୍ଦ୍ରିକା କହି ହୋହଲ୍ଲା କରିବା ସହିତ ନାରାବାଜି କରିଥିଲେ। ଫଳରେ ଗୃହ କାର୍ଯ୍ୟା ବାଧାପ୍ରାପ୍ତ…

ବିଧାନସଭା ଖବର: ସାଢେ ୧୧ଟା ଯାଏଁ ଗୃହ…

ଭୁବନେଶ୍ୱର: ଆଜି ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭ ପୂର୍ବରୁ ଧାନ କିଣା ପ୍ରସଙ୍ଗକୁ ନେଇ ହଟ୍ଟଗୋଳ ହେବା ଯୋଗୁଁ ସାଢେ ୧୧ଟା ଯାଏଁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହ ମୁଲତବି ଘୋଷଣା କରିଛନ୍ତି। ମଣ୍ଡିରୁ ଧାନ ନ ଉଠିବା ପ୍ରତିବାଦ କରି ବିରୋଧୀଙ୍କ ହୋହଲା ସହ ଧାନ ମଣ୍ଡି ଅବ୍ୟବସ୍ଥା ସମ୍ପର୍କିତ…