Odisha Link
Bridging the Missing Links in Odisha
Browsing Tag

ODISHA ASSEMBLY

ବିଧାନସଭା ଅଧିବେଶନ ଆରମ୍ଭ, ଅଭିଭାଷଣ…

ଭୁବନେଶ୍ବର: ଷୋଡ଼ଶ ବିଧାନସଭାର ତୃତୀୟ ଅଧିବେଶନ ଆରମ୍ଭ ହୋଇଛି। ଅଧିବେଶନ ଆରମ୍ଭ ଅଭିଭାଷଣ ରଖିଲେ ମହାମହିମ ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍। ଅଭିଭାଷଣ ଆରମ୍ଭରୁ ସହିଦ ଓ ଦିବଙ୍ଗତ ନେତା ବିୟୋଗରେ ଶୋକପ୍ରସ୍ତାବ ଆଗତ କଲେ। ଏହାପରେ ବଜେଟ୍ ଅଭିଭାଷଣରେ, ମୋ ସରକାରକୁ କାର୍ଯ୍ୟକ୍ରମକୁ ପ୍ରଶଂସା କଲେ…

ଆଜିଠୁ ବିଧାନସଭାର ବଜେଟ୍ ଅଧିବେଶନ

ଭୁବନେଶ୍ବର: ଷୋଡ଼ଶ ବିଧାନସଭାର ତୃତୀୟ ତଥା ବଜେଟ ଅଧିବେଶନ ଆଜି ଠାରୁ ଆରମ୍ଭ ହେଉଛି। ଏହା ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୯ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ପର୍ଯ୍ୟାୟ ଅଧିବେଶନ ଫେବୃଆରୀ ୧୪ରୁ ୨୬ ତାରିଖ ପର୍ଯ୍ୟନ୍ତ ଏବଂ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ମାର୍ଚ୍ଚ ୧୧ ତାରିଖରୁ ଏପ୍ରିଲ ୯ ତାରିଖ…

କାଲିଠୁ ଷୋଡ଼ଶ ବିଧାନସଭାର ତୃତୀୟ…

ଭୁବନେଶ୍ବର : ଆସନ୍ତାକାଲିଠାରୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ। ଆଜି ଅପରାହ୍ନରେ ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। ଲମ୍ବା ସମୟ ଧରି ଚାଲିବାକୁ ଥିବା ଏହି ବଜେଟ୍ ଅଧିବେଶନରେ ଗୃହ କାର୍ଯ୍ୟ କିଭଳି ସୁରୁଖୁରୁରେ ଚାଲିବ ସେଥିପାଇଁ ବାଚସ୍ପତି ସବୁ ଦଳର ସହଯୋଗ…

ବିଧାନସଭା ପରିଦର୍ଶନ କଲେ ତୁଳସୀ…

ଭୁବନେଶ୍ବର: ଆଜି ତୁଳସୀ ମହିଳା ମହାବିଦ୍ୟାଳୟ, କେନ୍ଦ୍ରାପଡ଼ାର ବିଜ୍ଞାନ ଛାତ୍ରୀମାନେ ଓଡ଼ିଶା ବିଧାନସଭାକୁ ଅଧ୍ୟୟନ ପରିଦର୍ଶନରେ ଆସି ବିଧାନସୌଧ, ବିଧାନସଭା ଗୃହ, ଗ୍ରନ୍ଥାଗାର ଆଦି ବୁଲି ଦେଖିଛନ୍ତି। ସଂପୃକ୍ତ ମହାବିଦ୍ୟାଳୟର ବିଭାଗୀୟ ମୁଖ୍ୟ ରଞ୍ଜିତ ରଞ୍ଜନ ସାହୁଙ୍କ ନେତୃତ୍ବରେ ଆସିଥିବା ୫୦ ଜଣ…

ସଂସ୍କୃତି ମନ୍ତ୍ରୀଙ୍କ ପାଇଁ ଗୃହ…

ଭୁବନେଶ୍ୱର: ଆଜି ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କ ହାଇଦ୍ରାବାଦ ଗସ୍ତ ପ୍ରସଙ୍ଗକୁ ନେଇ ଗୃହ ହୁଲସ୍ତୁଲ ହୋଇଛି। ଯାହାକୁ ନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହକୁ ୩୦ ମିନିଟ ପାଇଁ ମୁଲତବୀ ରଖିଛନ୍ତି। ଆଜି ବିଧାୟକ ପ୍ରଦୀପ୍ତ ନାଏକ, ତାରା ବାହିନୀପତି ଓ ସନ୍ତୋଷ ସିଂହ ସାଲୁଜା…

ମନ୍ତ୍ରୀଙ୍କ ସହ ଥିବା ୨ ମହିଳା କିଏ:…

ଭୁବନେଶ୍ୱର: ଆଜି ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କ ହାଇଦ୍ରାବାଦ ଗସ୍ତ ପ୍ରସଙ୍ଗ ବିଧାନସଭାରେ ଉଠିଛି। ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଏହି ପ୍ରସଙ୍ଗ ଉଠାଇଛନ୍ତି। ମନ୍ତ୍ରୀଙ୍କ ସାଙ୍ଗରେ ଯାଇଥିବା ୨ ଜଣ ମହିଳା କିଏ ବୋଲି ଶ୍ରୀ ନାୟକ ପ୍ରଶ୍ନ କରିଥିଲେ। ସମ୍ପୃକ୍ତ ମହିଳାମାନେ…

ଡିଏମଏଫକୁ ନେଇ ବାଚସ୍ପତିଙ୍କ ରୁଲିଂ

ଭୁବନେଶ୍ୱର: ଆଇନ ଅନୁସାରେ ଖର୍ଚ୍ଚ ହେଉନି ଜିଲ୍ଲା ଖଣିଜ ପାଣ୍ଠି ବା ଡିଏମଏଫ। ଗୁରୁବାର ପ୍ରଶ୍ନକାଳରେ ଗୃହରେ ଏହି ପ୍ରସଙ୍ଗ ଉଠାଇଛନ୍ତି ବିଜେଡି ବିଧାୟକ କିଶୋର ମହାନ୍ତି। ଟ୍ରଷ୍ଟ ବୋର୍ଡ ଗଠନ ନହୋଇ କେମିତି ଟଙ୍କା ଖର୍ଚ୍ଚ ହେଉଛି ବୋଲି ଶ୍ରୀ ମହାନ୍ତି ପ୍ରଶ୍ନ କରିଛନ୍ତି। ତେବେ ଶ୍ରୀ ମହାନ୍ତି ଏହି…

କଳାହାଣ୍ଡି ଜିଲ୍ଲାରେ ସର୍ବାଧିକ ‘କାଳିଆ’…

ଭୁବନେଶ୍ୱର: କଳାହାଣ୍ଡି ଜିଲ୍ଲାରେ ସର୍ବାଧିକ କାଳିଆ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ ହୋଇଛନ୍ତି। ଆଜି ବିଧାନସଭାରେ କୃଷି ମନ୍ତ୍ରୀ ଅରୁଣ ସାହୁ ଉତ୍ତର ଦେଇ ଏହା କହିଛନ୍ତି। ତାଙ୍କ ସୂଚନା ଅନୁଯାୟୀ କାଳିଆ କିସ୍ତି ମୋଟ ୫୧ ଲକ୍ଷ ୫୨୯୦ ଜଣ ହିତାଧିକାରୀ ପାଇଛନ୍ତି। ୫୧,୦୫, ୨୯୦ରୁ ୪୫, ୯୬୫ ଜଣ ହିତାଧିକାରୀ…

ଦଳିତ ଯୁବତୀଙ୍କ ଦୁଷ୍କର୍ମ ପ୍ରସଙ୍ଗରେ…

ଭୁବନେଶ୍ବର: ବିଧାନସଭାରେ ବିଜେପି ସଦସ୍ୟଙ୍କ ହୋହଲ୍ଲା ପାଇଁ ଗୃହକୁ ମୁଲତବୀ ରଖିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର। ତେବେ ଆଜି ଗୃହରେ ବାଚସ୍ପତି କହିବାକୁ ସୁଯୋଗ ଦେଉ ନଥିବା ବିରୋଧୀ ବିଜେପି ଅଭିଯୋଗ କରିଛି। ବିଜେପି ବିଧାୟକଙ୍କୁ କହିବାକୁ ସୁଯୋଗ ଦିଆଯାଉନଥିବାରୁ ସେମାନେ ଗୃହରେ ହୋହଲ୍ଲା,…

ବିଧାନସଭା ଖବର: ରାଜ୍ୟର ସାକ୍ଷରତା ହାର…

ଭୁବନେଶ୍ବର: ଆଜି ବିଧାନସଭା ପ୍ରଶ୍ନକାଳ ସୁରୁଖୁରୁରେ ଚାଲିଛି।  ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଉପରେ ପ୍ରଶ୍ନୋତ୍ତର ପରେ ଅନୁସୂଚୀତ ଜାତି ଓ ଜନଜାତି ବିଭାଗ ଉପରେ ଚାଲିଥିଲା ପ୍ରଶ୍ନୋତ୍ତର। ଅନୁସୂଚୀତ ଜାତି ଓ ଜନଜାତି ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା ଗୃହରେ ଉତ୍ତର ରଖିଛନ୍ତି। ରାଜ୍ୟରେ…