ରାଜ୍ୟରେ ୭୫୯ଟି ବାତ୍ୟା ଆଶ୍ରୟସ୍ଥଳୀ
ଭୁବନେଶ୍ବର: ରାଜ୍ୟରେ ଅସୁରକ୍ଷିତ ବାତ୍ୟା ଆଶ୍ରୟସ୍ଥଳୀର ହିସାବ ନାହିଁ। ଅସୁରକ୍ଷିତ ବାତ୍ୟା ଆଶ୍ରୟସ୍ଥଳୀ କେତୋଟି ରହିଛି ତାହାର ଅଡିଟ୍ କରାଯାଉଛି ବୋଲି ଗୃହରେ ବିରୋଧୀଙ୍କ ପ୍ରଶ୍ନର ଉତ୍ତର ଦେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି ସୂଚନା ଦେଇଛନ୍ତି। ମଙ୍ଗଳବାର ବିଧାନସଭାରେ…