Odisha Link
Bridging the Missing Links in Odisha
Browsing Tag

Odisha Bjp

ବିଜେପିର ମିଳିତ ସାମ୍ବାଦିକ ସମ୍ମିଳନୀକୁ…

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ଆରମ୍ଭ ହୋଇଛି ପ୍ରଥମ ପର୍ଯ୍ୟାୟ ମତଦାନ। ସକାଳୁ ସୁରୁଖୁରରେ ମତଦାନ ଚାଲିଛି। ଏହାରି ମଧ୍ୟରେ ଭାରତୀୟ ଜନତା ପାର୍ଟି ଏକ ସାମ୍ବାଦିକ ସମ୍ମିଳନୀ କରି ଶାସକ ଦଳ ବିଜୁ ଜନତା ଦଳ ଉପରେ ବର୍ଷିଛି। ଅନ୍ୟପଟେ ବିଜେପିର ସାମ୍ବାଦିକ ସମ୍ମିଳନୀ ପୂର୍ବରୁ ଓଡ଼ିଶା ବିଜେପିକୁ କଟାକ୍ଷ…

ବିଜେପିର ମିଳିତ ସାମ୍ବାଦିକ ସମ୍ମିଳନୀ,…

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ଆରମ୍ଭ ହୋଇଛି ପ୍ରଥମ ପର୍ଯ୍ୟାୟ ମତଦାନ। ସକାଳୁ ସୁରୁଖୁରରେ ମତଦାନ ଚାଲିଛି। ଅନ୍ୟପଟେ ଭାରତୀୟ ଜନତା ପାର୍ଟି ଏକ ସାମ୍ବାଦିକ ସମ୍ମିଳନୀ କରି ଶାସକ ଦଳ ବିଜୁ ଜନତା ଦଳ ଉପରେ ବର୍ଷିଛି। ରାଜ୍ୟ ବିଜେପିର ମିଳିତ ସାମ୍ବାଦିକ ସମ୍ମିଳନୀରେ ଓଡ଼ିଶା ବିଜେପି ଅଧ୍ୟକ୍ଷ ମନମୋହନ ସାମଲ,…

ଥରେ ସୁଯୋଗ ଦିଅ, ୫ ବର୍ଷରେ ଓଡ଼ିଶା…

ଓଏଲ୍‌ ବ୍ୟୁରୋ: ନିର୍ବାଚନ ତାରିଖ ଯେତିକି ପାଖଉଛି ସେତେ ସରଗରମ ହେଉଛି ଓଡ଼ିଶା ରାଜନୀତି। ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ଦଳ କରୁଛନ୍ତି ଜୋରଦାର ପ୍ରଚାର। ଆଜି ଓଡ଼ିଶା ମାଟିରେ ପ୍ରଚାର ଆରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଅନ୍ୟପଟେ କଳାହାଣ୍ଡିରେ ପ୍ରଚାର କରୁଛନ୍ତି ବିଜେଡି…

କାଲି ରାତିରେ ଓଡ଼ିଶା ଆସିବେ ନରେନ୍ଦ୍ର…

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ମତଦାନ ପୂର୍ବରୁ ବିଜେପିର ପ୍ରମୁଖ ଶୀର୍ଷ ନେତାଙ୍କ ଓଡ଼ିଶା ଗସ୍ତ ଜାରି ରହିଛି। ଏହି କ୍ରମରେ ଆାସନ୍ତାକାଲି ରାତିରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ସୂଚନା ଦେଇଛନ୍ତି ଓଡ଼ିଶା ବିଜେପି ଉପସଭାପତି ଗୋଲକ ମହାପାତ୍ର।…

୨ ଦିନିଆ ଓଡ଼ିଶା ଗସ୍ତରେ ବୈଦେଶିକ…

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ମତଦାନ ପୂର୍ବରୁ ବିଜେପିର ପ୍ରମୁଖ ଶୀର୍ଷ ନେତାଙ୍କ ଓଡ଼ିଶା ଗସ୍ତ ଜାରି ରହିଛି। ଏହି କ୍ରମରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଁଞ୍ଚିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର।ଭୁବନେଶ୍ୱର ବିମାନବନ୍ଦରରେ ଜୟଶଙ୍କରଙ୍କୁ ଭବ୍ୟ…

ବିଜେପି କେନ୍ଦ୍ରୀୟ ନେତୃତ୍ବଙ୍କ ମାରାଥନ…

ଓଏଲ୍‌ ବ୍ୟୁରୋ: ମେ' ୧୩ ତାରିଖରେ ଓଡ଼ିଶାରେ ହେବ ପ୍ରଥମ ପର୍ଯ୍ୟାୟ ମତଦାନ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ଅନ୍ୟପଟେ ନିର୍ବାଚନୀ ବୈତରଣୀ ପାର କରିବା ପାଇଁ ରାଜ୍ୟର ତିନି ପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେସ କରୁଛନ୍ତି ଜୋରଦାର କସରତ। ବିଜେଡି ପୁଣିଥରେ ଶାସନ ଗାଦିରେ ବସିବା ପାଇଁ…

ଓଡ଼ିଶାରେ ପାଖାପାଖି ୧୬ଟି ଲୋକସଭା ଆସନରେ…

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ନିର୍ବାଚନୀ ଲହର। ଦେଶରେ ଲୋକସଭା ନିର୍ବାଚନ ହେଉଥିବା ବେଳେ ଓଡ଼ିଶାରେ ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେଉଛି। ଯାହାଫଳରେ ସାରା ଦେଶର ନଜର ଓଡ଼ିଶା ଉପରେ ରହିଛି। ବିଶେଷଭାବେ ଆଞ୍ଚଳିକ ଦଳ ବିଜୁ ଜନତା ଦଳ ଓ ୨ ଜାତୀୟ ଦଳ ଭାରତୀୟ ଜନତା ପାର୍ଟି ଓ କଂଗ୍ରେସ…

ଆଉ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ…

ଓଏଲ୍‌ ବ୍ୟୁରୋ: ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ୪ର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଭାରତୀୟ ଜନତା ପାର୍ଟି। ୮ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ବିଜେପି। ବାହୁବଳୀ ନେତା ଭାବେ ପରିଚିତ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ଟିକେଟ ମିଳିଥିବା ବେଳେ ସାଲେପୁରରୁ ଅରିନ୍ଦମ…

ନିିର୍ବାଚନ ୨୦୨୪: ୪୦ ଜଣିଆ ଷ୍ଟାର…

ଓଏଲ୍‌ ବ୍ୟୁରୋ: ୨୦୨୪ ନିର୍ବାଚନ ବୈତରଣୀ ପାର କରିିବା ପାଇଁ ଭାରତୀୟ ଜନତା ପାର୍ଟି କରୁଛି ଜୋରଦାର ପ୍ରସ୍ତୁତି। ବିଜେପି ଏପର୍ଯ୍ୟନ୍ତ ୨୧ ଲୋକସଭା ଓ ୧୩୦ରୁ ଅଧିକ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମେ’ ୧୩ରୁ ଓଡ଼ିଶାରେ ନିର୍ବାଚନ ଆରମ୍ଭ ହୋଉଥିବା ବେଳେ ପ୍ରଚାର ପାଇଁ ୪୦ ଜଣ ଷ୍ଟାର…

ପଦ୍ମ ଛାଡ଼ିଲେ ଲେଖାଶ୍ରୀ

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ବଢୁଥିବା ତାପମାତ୍ରର ପରି ରାଜ୍ୟ ରାଜନୀତିର ପାରା ମଧ୍ୟ ଦିନକୁ ଦିନ ଉଷ୍ମ ହେବାରେ ଲାଗିଛି। ନିର୍ବାଚନ ତାରିଖ ଯେତେ ପାଖଉଛି ନେତାଙ୍କ ଦଳବଦଳ ସେତେ ପରିମାଣର ବଢିବାରେ ଲାଗିଛି। ଏସବୁ ମଧ୍ୟରେ ଆଜି ଓଡ଼ିଶା ବିଜେପିକୁ ଲାଗିଛି ବଡ଼ ଝଟକା। ବିଜେପିର ବରିଷ୍ଠ ନେତ୍ରୀ ଡ. ଲେଖାଶ୍ରୀ…