ରାଜ୍ୟ ବଜେଟ: କେଉଁ କ୍ଷେତ୍ର ପାଇଁ…
ଭୁବନେଶ୍ବର: ଆଜି ୨୦୨୦-୨୧ ବର୍ଷ ପାଇଁ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନା କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ। ଆଇପ୍ୟାଡରୁ ପଢି ବଜେଟ୍ ଉପସ୍ଥାପନା କରିଛନ୍ତି ଅର୍ଥମନ୍ତ୍ରୀ। ୨୦୨୦-୨୧ ଆର୍ଥିକ ବର୍ଷ ଲାଗି ବଜେଟ ପରିମାଣ ୧ ଲକ୍ଷ ୫୦ ହଜାର କୋଟି ଟଙ୍କା ଧାର୍ଯ୍ୟ କରାଯାଇଛି। ତେବେ ଆସନ୍ତୁ…