ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୨ଟି…
ଓଏଲ୍ ବ୍ୟୁରୋ : ଆଜି ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ୧୨ଟି ପ୍ରସ୍ତାବ ଉପରେ ମୋହର ବାଜିଥିବା ଜଣା ପଡିଛି। ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ ଇନ ଏଡ୍ ବୃଦ୍ଧି ହୋଇଛି। ପିଛିଲା ଭାବେ ୨୦୨୨ ଜାନୁଆରୀ ୧ ତାରିଖରୁ ଅନୁଦାନପ୍ରାପ୍ତ…