ନିର୍ବାଚନ କମିଟି ଗଢ଼ିଲା ଓଡ଼ିଶା କଂଗ୍ରେସ,…
ଓଏଲ୍ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନ ପ୍ରସ୍ତୁତି ଆରମ୍ଭ କଲା ଓଡ଼ିଶା କଂଗ୍ରେସ। ନିର୍ବାଚନ ତାରିଖ ଘୋଷଣା ହେବା ପୂର୍ବରୁ ଓଡ଼ିଶା ପ୍ରଦେଶ କଂଗ୍ରେସ ନିର୍ବାଚନ କମିଟି ଘୋଷଣା କରିଛି। କମିଟିର ଅଧ୍ୟକ୍ଷ ଭାବେ ପିସିସି ସଭାପତି ଶରତ ପଟ୍ଟନାୟକ ରହିଥିବାବେଳେ ଦଳର ବରିଷ୍ଠ ନେତାଙ୍କ ସମେତ ଯୁବ ଓ ମହିଳା…