Odisha Link
Bridging the Missing Links in Odisha
Browsing Tag

Odisha Government

ରାଜ୍ୟରେ ଖୋଲିବ ଓମ୍‌ଫେଡ୍‌ର ୩ ନୂଆ…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଆଉ ୩ ଜିଲ୍ଲାରେ ଖୋଲିବ ଓମ୍‌ଫେଡ୍‌ର ନୂଆ ଡାଏରୀ ପ୍ଲାଣ୍ଟ। ସମ୍ବଲପୁର, ବ୍ରହ୍ମପୁର,ବାଲେଶ୍ୱରରେ ଖୋଲିବ ଓମ୍‌ଫେଡ୍‌ର ଡାଏରୀ ପ୍ଲାଣ୍ଟ। ଡାଏରୀ ପ୍ଲାଣ୍ଟ ନେଇ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି। ଓମ୍‌ଫେଡ୍‌ରେ କ୍ୱାଲିଟି ଓ କ୍ୱାଣ୍ଟିଟି…

ମଧ୍ୟାହ୍ନ ଭୋଜନର ମୂଲ୍ୟରେ ଏକ ଟଙ୍କା…

ଓଏଲ୍‌ ବ୍ୟୁରୋ: ୟୁନିଟ-୩ ସ୍ଥିତ କ୍ୟାପିଟାଲ୍ ଉଚ୍ଚ ବିଦ୍ୟାଳୟ ପରିସରରେ ରାଜ୍ୟସ୍ତରୀୟ ଶିଶୁ ଦିବସ ସମାରୋହ ‘ସୁରଭି’ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର ଶେଷ ଦିବସରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅନେକ ନୂତନ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିବା…

ଆସନ୍ତା ୨୦ରୁ ବରଗଡରୁ ଆରମ୍ଭ ହେବ ଧାନ…

ଓଏଲ୍‌ ବ୍ୟୁରୋ:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଲୋକସେବା ଭବନଠାରେ ଆଜି ଆଗାମୀ ଧାନ ସଂଗ୍ରହ ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରିବା ପାଇଁ ଆଭାସୀ ଜରିଆରେ ଜିଲ୍ଲାପାଳମାନଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନାରୁ ଜଣାଯାଇଛି ଯେ, ତ୍ରୁଟିଶୁନ୍ୟ ଧାନ ସଂଗ୍ରହ ପାଇଁ ରାଜ୍ୟ ସରକାରଙ୍କ ସମସ୍ତ ସମ୍ପୃକ୍ତ ବିଭାଗ ଓ…

ସମାଧାନ ହେବ ଆନ୍ତଃ ରାଜ୍ୟ ବିବାଦ

ଓଏଲ୍‌ ବ୍ୟୁରୋ: ବିଭିନ୍ନ ରାଜ୍ୟ ସହିତ ଓଡ଼ିଶାର ଥିବା ବିବାଦ ଗୁଡ଼ିକର ସମାଧାନ ପାଇଁ ଏକ ମନ୍ତ୍ରୀ ସ୍ତରୀୟ କମିଟି ଗଠନ କରାଯିବ। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।…

କ୍ୟାବିନେଟରେ ୨ନୂଆ ଯୋଜନାକୁ ଅନୁମୋଦନ

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ମତ୍ସ୍ୟ ଓ ପଶୁସମ୍ପଦର ବିକାଶ ସହ ଚାଷୀମାନଙ୍କୁ ଆର୍ଥିକ ସୁବିଧା ଯୋଗାଇ ଦେବାପାଇଁ ରାଜ୍ୟ  ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି ।  ‘ଗୋମାତା’ ଯୋଜନାରେ ୩ବର୍ଷରେ ୩୪୨.୬୫କୋଟି ଟଙ୍କା ଓ ପ୍ରାଣୀ ସମ୍ପଦ ସମୃଦ୍ଧି ଯୋଜନା ଅନ୍ତର୍ଗତ ‘କୁକୁଟ୍ଟ ଉନ୍ନୟନ’ ଉପଯୋଜନାରେ ୫ବର୍ଷରେ…

ନଭେମ୍ବର ୧୦ରୁ ‘ଅନ୍ତର୍ଜାତୀୟ ଶ୍ରୀ…

ଓଏଲ୍‌ ବ୍ୟୁରୋ:କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଓଡ଼ିଶା ସରକାରଙ୍କ ତରଫରୁ ନଭେମ୍ବର ୧୦ ଓ ୧୧ ତାରିଖରେ ଭୁବନେଶ୍ୱରସ୍ଥିତ ଲୋକସେବା ଭବନରେ ଦୁଇଦିନିଆ ‘ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଏବଂ ବିସ୍ମୃତ ଖାଦ୍ୟ ସମ୍ମିଳନୀ’ ଆୟୋଜିତ ହେବାକୁ ଯାଉଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ  ମାଝୀ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ…

ଓଡ଼ିଶା ଆପାର୍ଟମେଣ୍ଟ ବିଲ୍‌ ପାରିତ; ଏହି…

ଓଏଲ୍‌ ବ୍ୟୁରୋ: ବିଧାନସଭାରେ ପାରିତ ହେଲା ବହୁ ପ୍ରତୀକ୍ଷିତ ଓଡ଼ିଶା ଆପାର୍ଟମେଣ୍ଟ (ମାଲିକାନା ଓ ପରିଚାଳନା) ବିଲ୍-୨୦୨୩। ମୌସୁମୀ ଅଧିବେଶନର ତୃତୀୟ ଦିବସରେ ଏହି ବିଲ୍‌ଟି ପାରିତ ହୋଇଛି। ଆପାର୍ଟମେଣ୍ଟ ବିଲ୍‌ ସହିତ ଅନ୍ୟ ୬ଟି ବିଲ୍‌ ପାରିତ ମଧ୍ୟ ହୋଇଛି। ପଦ ଓ ସେବା ସଂରକ୍ଷଣ ବିଲ୍‌, ଓଡ଼ିଶା ଚକବନ୍ଦୀ…

ରାଜଧାନୀରେ ଗର୍ଜିଲେ ଆଉଟସୋର୍ସିଂ…

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ସରକାରୀ ଆଉଟସୋର୍ସିଂ କର୍ମଚାରୀ ମହାସଂଘର ଗର୍ଜନ। ୧୦ ଦଫା ଦାବିରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଆଉଟସୋର୍ସିଂ କର୍ମଚାରୀ ମହାସଂଘ। ସ୍ଥାୟୀ ନିଯୁକ୍ତି, ସମାନ କାମକୁ ସମାନ ଦରମା, ଛଟେଇ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି, ପେନସନ ଲାଗୁ ସହ ଗର୍ଭବତୀ ସମୟରେ ଛୁଟି ଦେବା ଭଳି…

କାହାକୁ ମିଳିବ ‘ମୋ ଘର’ ?…

ଭୁବନେଶ୍ବର: ଆଜି ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟରେ ୧୮ଟି ପ୍ରସ୍ତାବରେ ମୋହର ମାରିଛନ୍ତି ନବୀନ ସରକାର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା କ୍ୟାବିନେଟ ବୈଠକରେ ବାଜିଛି ମୋହର। ସବୁଠୁ ବଡ଼କଥା ହେଲା ଆଜି ନବୀନ ସରକାରର ୫ମ ପାଳିର ୪ର୍ଥ ବର୍ଷ ପୂରଣ ହୋଇଛି। ଏହି…

ସରକାରୀ କର୍ମଚାରୀଙ୍କୁ ନୂଆବର୍ଷ ଭେଟି :…

ଓଏଲ୍ ବ୍ୟୁରୋ : ରାଜ୍ୟର ସରକାରୀ କର୍ମଚାରୀ ଓ ପେନସନ ଭୋଗୀଙ୍କ ପାଇଁ ରାଜ୍ୟ ସରକାର ଖୁସି ଖବର ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସରକାରୀ କର୍ମଚାରୀ ଓ ପେନସନ ଭୋଗୀଙ୍କ ପାଇଁ ଚାରି ପ୍ରତିଶତ ଅତିରିକ୍ତ ମହଙ୍ଗା ଭତ୍ତା ସହ ଟିଆଇ ମଞ୍ଜୁର କରିଥିବା ସୂଚନା ମିଳିଛି। ଜୁଲାଇ ପହିଲା…