ପୁଣିଥରେ ୧୧ ଓଏଏସ୍ ଅଫିସରଙ୍କୁ ବଦଳି…
ଓଏଲ୍ ବ୍ୟୁରୋ: ସାଧାରଣ ନିର୍ବାଚନକୁ ଆଉ ମାତ୍ର ୬ ମାସ ବାକି ଅଛି। ଏହାପୂର୍ବରୁ ପୁଣିଥରେ ଏଏସ୍ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ରାଜ୍ୟ ସରକାର ୧୧ ଜଣ ଓଏଏସ୍ ଅଫିସରଙ୍କୁ ବିଭିନ୍ନ ଜିଲ୍ଲାରେ ଅତିରିକ୍ତ ଉପଜିଲ୍ଲାପାଳ ଭାବେ ନିଯୁକ୍ତ କରିଛନ୍ତି।
ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ…