ଜେଲ୍ରେ ପ୍ରଶାନ୍ତ ଜଗଦ୍ଦେବ, ସିସିଟିଭି…
ଓଏଲ୍ ବ୍ୟୁରୋ: ପୁଣିଥରେ ବନ୍ଧା ହେଲେ ବାହୁବଳୀ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ଶନିବାର ରାତିରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରିଥିଲା ପୁଲିସ। ଗିରଫ ପରେ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ତାଙ୍କୁ ଖୋର୍ଦ୍ଧା ଜେଲକୁ ପଠାଯାଇଥିବା ସୂଚନା ମିଳିଛି। ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଲକ୍ କାଉଁରିପାଟଣା ବୁଥରେ…