Odisha Link
Bridging the Missing Links in Odisha
Browsing Tag

Odisha Politics

ଓଡ଼ିଶାରୁ ଲଢ଼ିବା ଲାଗି BJPକୁ ସୁଯୋଗ…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ରାଜନୀତିରେ ଓଡ଼ିଶା ରାଜନୀତିରେ ଦେଖିବାକୁ ମିଳିବ ବଢ଼ ଲଢ଼େଇ। କାରଣ ୨୦୧୯ ନିର୍ବାଚନରେ ଦୂରେଇ ରହିଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୨୦୨୪ ନିର୍ବାଚନ ମୈଦାନକୁ ଓହ୍ଲାଇବେ। ୨୦୨୪ ଲୋକସଭା ନିର୍ବାଚନ ଲଢ଼ିବାକୁ ଆଗ୍ରହପ୍ରକାଶ କରିଛନ୍ତି ଧର୍ମେନ୍ଦ୍ର। ଖାସ୍ କରି…

ନିଯୁକ୍ତି ପରେ ଇସ୍ତଫା ଦେଲେ ବିଜେପି…

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଏହାପୂର୍ବରୁ ଘର ସଜାଡ଼ିବାରେ ଲାଗିଛି ଓଡ଼ିଶାର ଭାରତୀୟ ଜନତା ଦଳ। ନିକଟରେ ଓଡ଼ିଶା ବିଜେପି ରାଜ୍ୟ ପଦାଧିକାରୀଙ୍କ ନାମ ଘୋଷଣା କରି ଦଳର ସଙ୍ଗଠନକୁ ମଜବୁତ କରିବାରେ ଲାଗିଛି।ଏହି ପରିପ୍ରେକ୍ଷୀରେ ଗତକାଲି ଭାରତୀୟ ଜନତା ପାର୍ଟିର ଯୁବମୋର୍ଚ୍ଚା ସଭାପତି…

ସର୍ବଦଳୀୟ ବୈଠକ ବିଫଳ; ଆଜି ବି କମ୍ପିବ…

ଓଏଲ୍‌ ବ୍ୟୁରୋ: ଚାଲିଛି ବିଧାନସଭାର ମୌସୁମୀ ଅଧିବେଶନ। ଗତକାଲି ଭଳି ଆଜି ବି ବିଭିନ୍ନ ପ୍ରସଙ୍ଗରେ ସରଗରମ ରହିବ ଗୃହ। ବିଭିନ୍ନ ପ୍ରସଙ୍ଗ ସହିତ ୫-ଟି ସଚିବଙ୍କ ଗସ୍ତ ସମ୍ପର୍କୀତ ପ୍ରଶ୍ନକୁ ନେଇ ବିଧାନସଭାରେ ହଟ୍ଟଗୋଳ ହୋଇଥିଲା।ଗତକାଲି ଦିନତମାମ ଗୃହ ମଧ୍ୟଭାଗରେ ନାରାବାଜି କରିବାରୁ ଗୃହକାର୍ଯ୍ୟ…

ମୋ ସରକାର ଲୋକଙ୍କ ସମସ୍ୟାକୁ ଗୁରୁତ୍ୱ…

ଓଏଲ୍‌ ବ୍ୟୁରୋ: ଚାଲିଛି ବିଧାନସଭାର ମୌସୁମୀ ଅଧିବେଶନ। ଆଜି ଗୃହରେ ବିବୃତି ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଗୃହ ଆରମ୍ଭରୁ ଜିଲ୍ଲାରୁ ଜିଲ୍ଲା ବୁଲି ସିଏମଓ ଲୋକଙ୍କ ଠାରୁ ଅଭିଯୋଗପତ୍ର ଆଣିଥିବା ବେଳେ ଏହାକୁ ନେଇ ପ୍ରଶ୍ନ ଉଠାଇଥିଲେ ବିରୋଧୀ। ଯେଉଁ ପ୍ରସଙ୍ଗରେ ଆଜି ଗୃହରେ ବିବୃତି…

ବିବାଦ ପରେ ମୁହଁ ଖୋଲିଲେ ପୋଲସରା…

ଓଏଲ୍‌ ବ୍ୟୁରୋ:ବିବାଦରେ ଛନ୍ଦି ହୋଇ ମନ୍ତ୍ରୀ ପଦ ହରାଇଥିବା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଦୀର୍ଘ ଦିନର ନିରବତା ଭାଙ୍ଗି ମୁହଁ ଖୋଲିଛନ୍ତି। ୨୦୨୪ ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଆଗାମୀ ରାଜନୀତି ଭବିଷ୍ୟତ କ'ଣ ରହିବ ସେ ନେଇ ମୁହଁ ଖୋଲିଛନ୍ତି ଶ୍ରୀକାନ୍ତ ସାହୁ। ସେ ଗଣମାମଧ୍ୟମକୁ…

ଓଡ଼ିଶା କଂଗ୍ରେସର ମାରାଥନ ବୈଠକ,…

ଓଏଲ୍‌ ବ୍ୟୁରୋ: ଓଡ଼ିଶା ବିଧାନସଭା ନିର୍ବାଚନକୁ ଆଉ ଏକ ବର୍ଷରୁ କମ୍‌ ସମୟ ଥିବା ବେଳେ ରାଜ୍ୟର ୩ ପ୍ରମୁଖ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଶାସକ ବିଜୁ ଜନତା ଦଳ, ବିରୋଧୀ ଭାରତୀୟ ଜନତା ପାର୍ଟି ୨୦୨୪ ଫାଇଟ୍‌କୁ ନଜରରେ ରଖି ଗୋଟିଏ ପରେ ଗୋଟିଏ ମାରାଥନ ବୈଠକ କରିବାରେ ଲାଗି ପଡ଼ିଛନ୍ତି। ଏସବୁ ମଧ୍ୟରେ…

ଓଡ଼ିଶା ରାଜନୀତି ଓ ମେ’ ୨୯

ଓଏଲ୍‌ ବ୍ୟୁରୋ: ଆଜି ହେଉଛି ମେ' ମାସ ୨୯ ତାରିଖ। ଏହା ଓଡ଼ିଶାବାସୀ ଓ ରାଜ୍ୟ ରାଜନୀତି ପାଇଁ ଏକ ସ୍ମରଣୀୟ ତାରିଖ। କହିବାକୁ ଗଲେ ମେ' ୨୯ ତାରିଖ ଓଡ଼ିଶା ରାଜନୀତି ପାଇଁ ମଧ୍ୟ ଅଭୁଲା ଦିନ ହୋଇଛି ରହିଛି। ଆଜି ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳି ସରକାରକୁ ପୂରିଲା ୪ ବର୍ଷ। ସେହିପରି ଆଜିର ଦିନରେ ଏକ ଦଶନ୍ଧି…

ଦିଲ୍ଲୀରେ ନବୀନ ଥିବାବେଳେ ବାଚସ୍ପତିଙ୍କ…

ଓଏଲ ବ୍ୟୁରୋ: ବର୍ତ୍ତମାନ ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅନ୍ୟପଟେ ରାଜ୍ୟ ରାଜନୀତିରେ ବଡ ଧରଣର ହଚଲଚଲ। ଇସ୍ତଫା ଦେଉଛନ୍ତି ଜଣେ ପରେ ଜଣେ ମନ୍ତ୍ରୀ। ବାଚସ୍ପତି ବିକ୍ରମ ଆରୁଖଙ୍କ ପରେ ଏବେ ଇସ୍ତଫା ଦେଇଛନ୍ତି ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ ଓ ଗଣଶିକ୍ଷା ସମୀର ଦାଶ। ଇସ୍ତଫା…

ବାଚସ୍ପତିଙ୍କ ପରେ ଦୁଇ ମନ୍ତ୍ରୀ ଦେଲେ…

ଓଏଲ୍‌ ବ୍ୟୁରୋ: ବିଧାନସଭାର ବାଚସ୍ପତି ପଦରୁ ଇସ୍ତଫା ଦେଲେ ବିକ୍ରମ କେଶରୀ ଆରୁଖ । ସେ ଆଜି ତାଙ୍କ ଇସ୍ତଫା ପତ୍ର ଉପବାଚସ୍ପତିଙ୍କ ନିକଟକୁ ପଠାଇ ଦେଇଛନ୍ତି। ଇସ୍ତଫା ପଛରେ ବ୍ୟକ୍ତିଗତ କାରଣ ଥିବା କହିଛନ୍ତି ବିକ୍ରମ। ଏନେଇ ସେ ଏକ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି । ସେ କହିଛନ୍ତି କି, ଏବେ…

ଚାଉଳ କଳି: ବିଜେଡିର ୩ ଦିନିଆ ଆନ୍ଦୋଳନ,…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଥମୁନି ଚାଉଳ କଳି। ଦିନକୁ ଦିନ ରାଜ୍ୟରେ ବଢ଼ିବାରେ ଲାଗିଛି ଚାଉଳ ରାଜନୀତି। ଖାଦ୍ୟ ସୁରକ୍ଷା ଯୋଜନାରେ ମାଗଣା ଚାଉଳ ଦେବା ପାଇଁ କେନ୍ଦ୍ର ସରକାରଙ୍କ ଘୋଷଣା କରିବା ପରେ କୋଭିଡ ସହାୟତା ପାଇଁ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ଅତିରିକ୍ତ ୫ କେଜି ଚାଉଳ କାଟି ଦିଆଯାଇଛି।…