Odisha Link
Bridging the Missing Links in Odisha
Browsing Tag

Odisha Tour

କାଲି ରାତିରେ ଓଡ଼ିଶା ଆସିବେ ନରେନ୍ଦ୍ର…

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ମତଦାନ ପୂର୍ବରୁ ବିଜେପିର ପ୍ରମୁଖ ଶୀର୍ଷ ନେତାଙ୍କ ଓଡ଼ିଶା ଗସ୍ତ ଜାରି ରହିଛି। ଏହି କ୍ରମରେ ଆାସନ୍ତାକାଲି ରାତିରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ସୂଚନା ଦେଇଛନ୍ତି ଓଡ଼ିଶା ବିଜେପି ଉପସଭାପତି ଗୋଲକ ମହାପାତ୍ର।…

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଅର୍ଥମନ୍ତ୍ରୀ…

ଓଏଲ୍‌ ବ୍ୟୁରୋ: ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଦୁଇ ଦିନିଆ ଗସ୍ତରେ ପୁରୀ ଓ ଭୁବନେଶ୍ବର ଠାରେ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ଆଜି ସନ୍ଧ୍ୟାରେ ନିର୍ମଳା ସୀତାରମଣ ଭୁବନେଶ୍ବରରେ ପହଁଞ୍ଚିବେ। ଏହାପରେ ସେ ସିଧା ରାଜ୍ୟ…

ଦିଲ୍ଳୀ ଫେରିଗଲେ ରାଷ୍ଟ୍ରପତି

ଓଏଲ୍‌ ବ୍ୟୁରୋ: ଶେଷ ହେଲା ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ତିନି ଦିନିଆ ଓଡ଼ିଶା ଗସ୍ତ। ବାୟୁସେନାର ସ୍ବତନ୍ତ୍ର ବିମାନରେ ନୂଆଦିଲ୍ଲୀ ଫେରିଛନ୍ତି ରାଷ୍ଟ୍ରପତି। ରାଷ୍ଟ୍ରପତିଙ୍କୁ ବିମାନବନ୍ଦରରେ ବିଦାୟ ଦେଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଶା…

ଓଡ଼ିଶାରେ ମମତା ବାନାର୍ଜୀ, ପୂର୍ବାଞ୍ଚଳ…

ଭୁବନେଶ୍ବର: ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଆଜିଠୁ ୪ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସେ। ଆଜି ବିମାନବନ୍ଦରରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସ୍ୱାଗତ ଜଣାଇଛନ୍ତି। ମମତାଙ୍କ ସହ ପଶ୍ଚିମବଙ୍ଗର କ୍ରୀଡ଼ାମନ୍ତ୍ରୀ ଅରୁପ୍‌ ବିଶ୍ୱାସ…