Odisha Link
Bridging the Missing Links in Odisha
Browsing Tag

Odisha Weather Report

ଚିନ୍ତା ବଢ଼ାଇଲା ପାଣିପାଗ ବିଭାଗର ନୂଆ…

ଓଏଲ୍‌ ବ୍ୟୁରୋ: ଚିନ୍ତା ବଢ଼ାଇଲା ପାଣିପାଗ ବିଭାଗର ନୂଆ ପୂର୍ବାନୁମାନ। ୨୭ରୁ ୩୧ ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ ବୋଲି କାଲି ଯାଏଁ ପାଣିପାଗ କେନ୍ଦ୍ର କରୁଥିଲା ପୂର୍ବାନୁମାନ। ହେଲେ ଆସନ୍ତା ୨୮ ଓ ୨୯ ତାରିଖରେ ହାଲୁକା ବର୍ଷା ହୋଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ଉତ୍ତର ଓ ପଶ୍ଚିମ…

ଦୁର୍ବଳ ହେଉଛି ଲଘୁୁଚାପ, ଆଜିଠୁ ପାଗରେ…

ଓଏଲ୍‌ ବ୍ୟୁରୋ: ଧିରେ ଧିରେ ଦୁର୍ବଳ ହେବାରେ ଲାଗିଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ। ଆଜି ଅପରାହ୍ନ ବେଳକୁ ଏହା ଆହୁରି ଦୁର୍ବଳ ହେବ। ଫଳରେ ରାଜ୍ୟରେ ଆଜିଠୁ ବର୍ଷାର ପରିମାଣ ସାମାନ୍ୟ କମିବାକୁ ଥିବା ବେଳେ କାଲିଠୁ ସମ୍ପୂର୍ଣ୍ଣ ବର୍ଷା କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।…

୫ ଦିନ ବର୍ଷିବ, ଆକଳନ କଲା ପାଣିପାଗ…

ଓଏଲ୍‌ ବ୍ୟୁରୋ: ଦୀର୍ଘ ଦିନ ଲାଗି ରହିଥିବା ତାତିରୁ ମିଳିଲା ଆଶ୍ବସ୍ତି। ୨ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା କାରଣରୁ ତାତିରୁ ମିଳିଛି ଆଶ୍ବସ୍ତି। ଆଗାମୀ ୫ ଦିନ ଯାଏଁ ଲାଗି ରହିବ ବର୍ଷା ଘଡଘଡି। ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡ଼ଘଡି ସହ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା…

ଜଳୁଛି ଓଡ଼ିଶା: ୪୬ ଡିଗ୍ରୀ ଉପରେ ୩ ସହର,…

ଓଏଲ୍‌ ବ୍ୟୁରୋ: ତତଲା କଡ଼େଇରେ ଭାଜି ହେଉଛି ଓଡ଼ିଶା। ପ୍ରବଳ ଖରାରେ ଜଳୁଛି ଓଡ଼ିଶା। ଦେଶର ରାଜଧାନୀ ଦିଲ୍ଲୀରେ ତାପାମାତ୍ର ୫୨ ଡିଗ୍ରୀ ପାାର ହୋଇଥିବା ବେଳେ ଓଡ଼ିଶାରେ ୪୬ ଡିଗ୍ରୀ ପାର କରିଛି ଦିନର ତାପମାତ୍ରା। ଆଜି ପଶ୍ଚିମ ଓଡ଼ିଶାର ୭ଟି ସହରର ତାପମାତ୍ରା ୪୫ ଡିଗ୍ରି ଉପରେ ରହିଛି। ସେହିପରି ୩ଟି ଅଞ୍ଚଳର…

ଓଡ଼ିଶାରେ ଆହୁରି ୪ ଦିନ ହିଟ୍‌ ଓ୍ବେଭ୍‌,…

ଓଏଲ୍‌ ବ୍ୟୁରୋ: ଦିନକୁ ଦିନ ବଢ଼ିବାରେ ଲାଗିଛି ତାପାମାତ୍ରା। ଗତ ୧୫ ଦିନ ଧରି ଲାଗି ରହିଛି ଅବିରତ ଅଗ୍ନି ବର୍ଷା। ଆଜିବି ସକାଳୁ ଅସହ୍ୟ ତାତି ଅନୁଭୂତ ହୋଇଛି। ସକାଳ ସାଢ଼େ ୮ଟା ସୁଦ୍ଧା ୩୬ ଡିଗ୍ରୀ ଛୁଇଁଲାଣି ପାରଦ। ଉପକୂଳ ଠାରୁ ଉପାନ୍ତ ଯାଏଁ ଲାଗି ରହିଛି ଅସହ୍ୟ ଗ୍ରୀଷ୍ମପ୍ରବାହ। ପାଣିପାଗ ବିଭାଗ…

ତାତିରୁ ନାହିଁ ନିସ୍ତାର, ସାରା ରାଜ୍ୟରେ…

ଓଏଲ୍‌ ବ୍ୟୁରୋ: ଦିନକୁ ଦିନ ରାଜ୍ୟରେ ବଢି ଚାଲିଛି ଦିନର ତାପମାତ୍ରା। ସାରା ରାଜ୍ୟରେ ପରିଲକ୍ଷିତ ହୋଇଛି ଅସମ୍ଭାଳ ତାତି। ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ଏପରି ତାତି ଲାଗି ରହି ପାରେ। ଆଉ କିଛି ଜିଲ୍ଲାରେ ହିଟ୍‌ୱେଭ୍‌ ଜାରି ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର…

ପାଗ ବଦଳିଲା ଖସିଲା ତାପମାତ୍ରା: ଉପକୂଳ…

ଓଏଲ୍‌ ବ୍ୟୁରୋ: ଆଜି ସକାଳୁ ସକାଳୁ ରାଜ୍ୟର ଅଧିକାଂଶ ସ୍ଥାନର ତାପମାତ୍ରା ତଳକୁ ଖସିଛି। କାରଣ ଦ୍ବୈତ ନଗରୀ କଟକ ଓ ଭୁବନେଶ୍ବର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ସକାଳୁ କୋହଲା ପାଗ ପରିଲକ୍ଷିତ ହୋଇଛି। ସକାଳେ ରାଜଧାନୀ ଭୁବନେଶ୍ବରରେ ମଧ୍ୟ ହାଲୁକା ବର୍ଷା ହୋଇଛି। ଯାହାଫଳରେ ତାପାମାତ୍ରା ଅଳ୍ପ…